Biblia Todo Logo
Bib sou entènèt

- Piblisite -




୧ ଯୋହନ 5:2 - ପବିତ୍ର ବାଇବଲ (CL) NT (BSI)

2 ଈଶ୍ବରଙ୍କ ସନ୍ତାନମାନଙ୍କ ପ୍ରତି ଆମର ପ୍ରେମ କରି ତାଙ୍କର ଆଜ୍ଞାନୁବର୍ତ୍ତୀ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭେମାନେ ଯେତେବେଳେ ଈଶ୍ଵରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ଦ୍ଵାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

2 ଆମ୍ଭେମାନେ ଯେତେବେଳେ ଈଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ

2 ଆମ୍ଭେ ପରମେଶ୍ୱରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ୱରଙ୍କ ସନ୍ତାନ ଅଟୁ।

Gade chapit la Kopi




୧ ଯୋହନ 5:2
7 Referans Kwoze  

ଅପର ପକ୍ଷେ, ଯେଉଁ ବ୍ୟକ୍ତି ଈଶ୍ୱରଙ୍କ ଜ୍ଞା ପାଳନ କରେ; ଈଶ୍ବରଙ୍କ ପ୍ରତି ତା’ର ପ୍ରେମ ପରିପୂର୍ଣ୍ଣତା ଲାଭ କରିଛି। ଜୀବନରେ ଈଶ୍ୱରଙ୍କ ସତ୍ତା ଆମେ ଯେ ଅନୁଭବ କରୁଛୁ, ଏହି ନିତଶ୍ଚିତ ଭାବରେ କିପରି ଜାଣି ପାରିବା?


ଏହି ଆଦେଶ ଖ୍ରୀଷ୍ଟ ଆମକୁ ଦେଇଛନ୍ତି: ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ନିଶ୍ଚୟ ତା’ ଭାଇକୁ ପ୍ରେମ କରିବ।


ତେଣୁ ତୁମ୍ଭମାନଙ୍କ ପ୍ରତି ମୋର ବିଶେଷ ଆଦେଶ- ପରସ୍ପରକୁ ପ୍ରେମ କର।


ଈଶ୍ୱରଙ୍କ ଆଜ୍ଞାନୁବର୍ତ୍ତୀ ହେବା ଦ୍ୱାରା ଆମେ ନିଶ୍ଚିତଭାବେ ତାଙ୍କୁ ଜାଣି ପାରିବା।


ଆମେ ଜାଣୁ ଯେ, ଏବେ ଆମେ ମୃତ୍ୟକୁ ଅତିକ୍ରମ କରି ଜୀବନ ଲାଭ କରିଛୁ। ଏହା ନିଶ୍ଚିତ ଭାବରେ ଜାଣୁ, କାରଣ ଏବେ ଆମେ ଭାଇମାନଙ୍କୁ ପ୍ରେମ କରୁଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟର ଅଧୀନ।


Swiv nou:

Piblisite


Piblisite