Biblia Todo Logo
Bib sou entènèt

- Piblisite -




୧ ଯୋହନ 5:21 - ପବିତ୍ର ବାଇବଲ (CL) NT (BSI)

21 ପିଲାମାନେ, ଅସତ୍ୟ ଦେବାଦେବୀଙ୍କଠାରୁ ଦୂରେଇ ରୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର।

Gade chapit la Kopi

ଓଡିଆ ବାଇବେଲ

21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର । ଆମେନ୍ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।

Gade chapit la Kopi

ପବିତ୍ର ବାଇବଲ

21 ତେଣୁ ପ୍ରିୟ ପିଲାମାନେ, ତୁମ୍ଭେମାନେ ସବୁ ନିଜ ନିଜକୁ ଭଣ୍ଡ ଦେବତାମାନଙ୍କଠାରୁ ଦୂରରେ ରଖ।

Gade chapit la Kopi




୧ ଯୋହନ 5:21
10 Referans Kwoze  

ସୁତରାଂ ପ୍ରିୟ ବନ୍ଧୁଗଣ, ତୁମ୍ଭେମାନେ ପ୍ରତିମା ପୂଜା ପରିହାର କର।


ଆମେ ତୁମ ନିକଟକୁ ଯିବାବେଳେ ତୁମ୍ଭେମାନେ କିପରି ଆମକୁ ସାଦରେ ଗ୍ରହଣ କରିଥିଲ ଓ ପ୍ରତିମା ପୂଜା ପରିତ୍ୟାଗ କରି ସତ୍ୟ ଓ ଜୀବନ୍ତ ଈଶ୍ୱରଙ୍କ ଉପାସନା କରିବାକୁ ଆଗେଇ ଆସିଥିଲ;


ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ। ମନ୍ଦ ଶକ୍ତିର କବଳରୁ ଆମକୁ ରକ୍ଷା କର। (କାରଣ ରାଜତ୍ୱ, ପରାକ୍ରମ, ଗୌରବ ଯୁଗେ ଯୁଗେ ତୁମର, ଆମେନ୍।)


ମହାମାରୀମାନଙ୍କରେ ବିନଷ୍ଟ ହୋଇ ନ ଥିବା ଅବଶିଷ୍ଟ ମନୁଷ୍ୟ ଜାତିର, ତଥାପି କୌଣସି ପରିବର୍ତ୍ତନ ହେଲା ନାହିଁ। ସେମାନେ ପ୍ରେତ ପୂଜାରୁ ନିବୃତ୍ତ ହେଲେ ନାହିଁ। ଦୃଷ୍ଟି, ଶ୍ରବଣ ଓ ଚଳତ୍ଶକ୍ତିଶୂନ୍ୟ, ସୁନା, ରୂପା, ପିତ୍ତଳ ତଥା କାଠ ପଥରନିର୍ମିତ ପ୍ରତିମା ପୂଜା ପରିହାର କଲେ ନାହିଁ।


ପିଲାମାନେ, ତୁମ୍ଭମାନଙ୍କୁ ମୋର ଏହି ଚିଠି ଲେଖିବାର ଉଦ୍ଦେଶ୍ୟ, ଏହି ପଢ଼ି ଯେପରି ଆଉ ପାପ କରିବ ନାହିଁ। ପୁଣି ତୁମ୍ଭେମାନେ ଯେପରି ଜାଣିବ, କେହି ଯଦି ପାପ କରେ, ଆମ ପାଇଁ ପିତା ଈଶ୍ୱରଙ୍କଠାରେ କୃପାଭିକ୍ଷଶ କରିବାକୁ ଜଣେ ମହାପୁଣ୍ୟବାନ ବ୍ୟକ୍ତିଅଛନ୍ତି- ପ୍ରଭୁଯୀଶୁ ଖ୍ରୀଷ୍ଟ।


ସେହି ଉତ୍ପୀଡ଼ନର ଧୂମ ଯୁଗେ ଯୁଗେ ଉତ୍ଥିତ ହେଉଥିବ। ଯେଉଁମାନେ ପଶୁ ଓ ତା’ ପ୍ରତିମୂର୍ତ୍ତିର ପୂଜା କରନ୍ତି, କିମ୍ବା ତା’ର ସଂକେତ ଧାରଣ କରନ୍ତି, ସେମାନେ ଦିବାରାତ୍ରି ସବୁବେଳେ ଅଶାନ୍ତି ଭୋଗ କରୁଥିବେ।”


Swiv nou:

Piblisite


Piblisite