Biblia Todo Logo
Bib sou entènèt

- Piblisite -




୧ ଯୋହନ 5:3 - ପବିତ୍ର ବାଇବଲ (CL) NT (BSI)

3 ଈଶ୍ବରଙ୍କ ପ୍ରତି ଆମ୍ଭମାନଙ୍କର ପ୍ରେମ ଅଛି, ଏହାର ଅର୍ଥ, ଆମେ ତାଙ୍କର ଆଜ୍ଞା ପାଳନ କରୁ। ତାଙ୍କ ଆଜ୍ଞାପାଳନ କରିବାଅତି କଷ୍ଟସାଧ୍ୟ ନୁହେଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ଈଶ୍ଵରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାରସ୍ଵରୂପ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

3 କାରଣ ଈଶ୍ୱରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

3 କାରଣ ପରମେଶ୍ୱରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା। ଆଉ ତାହାଙ୍କ ଆଜ୍ଞା ସବୁ ଅତିଶୟ କଠିନ ନୁହେଁ।

Gade chapit la Kopi




୧ ଯୋହନ 5:3
26 Referans Kwoze  

“ମୋତେ ଯଦି ପ୍ରେମ କର, ମୋର ଆଜ୍ଞା ସବୁ ପାଳନ କରିବ।


ମୁଁ ଯେପରି ମୋ’ ପିତାଙ୍କ ଆଜ୍ଞା ପାଳନ କରି ତାଙ୍କ ପ୍ରେମରେ ଅବିଚଳିତ ରହିଥାଏ, ତୁମେ ମଧ୍ୟ ସେହିପରି ମୋର ଆଜ୍ଞା ପାଳନ କଲେ, ମୋ’ ପ୍ରେମରେ ସ୍ଥିର ହୋଇ ରହିବ।


ଯେଉଁ ପ୍ରେମ କଥା ଏଠାରେ ମୁଁ ଉଲ୍ଲେଖ କରୁଛି, ତା’ର ଅର୍ଥ ହେଲା, ଜୀବନରେ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା। ସେହି ଆଜ୍ଞା କଅଣ, ତୁମେ ଆଦ୍ୟରୁ ଶୁଣଇଛ- ତାହା ହେଉଛି, ଆମେ ସମସ୍ତେ ପରସ୍ପର ପ୍ରତି ପ୍ରେମରେ ଆବଦ୍ଧ ହୋଇ ରହିବା ଉଚିତି।


ଈଶ୍ୱରଙ୍କ ଆଜ୍ଞାନୁବର୍ତ୍ତୀ ହେବା ଦ୍ୱାରା ଆମେ ନିଶ୍ଚିତଭାବେ ତାଙ୍କୁ ଜାଣି ପାରିବା।


ଈଶ୍ୱରଙ୍କ ବ୍ୟବସ୍ଥା ପାଳନ କରିବା ପାଇଁ ମୋର ଆଗ୍ରହ,


ଯଦି ମୋର ଆଜ୍ଞା ପାଳନ କର, ତେବେ ତୁମ୍ଭେମାନେ ମୋର ବନ୍ଧୁ।


ପ୍ରଭୁ କହନ୍ତି, ମୁଁ ଭବିଷ୍ୟତରେ ଈଶ୍ରାଲଲର ଲୋକଙ୍କ ସଙ୍ଗରେ ଲହି ନିୟମ କରିବି: ମୁଁ ମୋର ବ୍ୟବସ୍ଥା ସେମାନଙ୍କ ମାନସପଟରେ ଓ ହୃଦୟ ଫଳକରେ ଲେଖିବି। ମୁଁ ସେମାନଙ୍କର ଈଶ୍ୱର ହେବି, ସେମାନେ ମୋର ଲୋକ ହେବେ।


ବ୍ୟବସ୍ଥା ପବିତ୍ର; ତାହାର ଆଜ୍ଞା ସବୁ ପବିତ୍ର, ଯଥାର୍ଥ ଓ ମଙ୍ଗଳଜନକ।


ସେମାନେ ଲୋକମାନଙ୍କ ପିଠି ଉପରେ ଦୁର୍ବହ ବୋଝ ଲଦି ଦିଅନ୍ତି, କିନ୍ତୁ ସେସବୁ ବୋଝ ବହନ କରିବା ପାଇଁ ନିଜର ଅଙ୍ଗୁଳି ଦ୍ୱାରା ମଧ୍ୟ ଟିକିଏ ହେଲେ ସାହାଯ୍ୟ କରନ୍ତି ନାହିଁ।


Swiv nou:

Piblisite


Piblisite