Biblia Todo Logo
Bib sou entènèt

- Piblisite -




୧ ଯୋହନ 5:5 - ପବିତ୍ର ବାଇବଲ (CL) NT (BSI)

5 ଏଜଗତକୁ କିଏ ପରାସ୍ତ କରି ପାରିବ? ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ଯିଏ ବିଶ୍ୱାସ କରେ, କେବଳ ଏହା କରିପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯୀଶୁ ଈଶ୍ଵରଙ୍କ ପୁତ୍ର, ଏହା ଯେ ବିଶ୍ଵାସ କରେ, ତାହାଛଡ଼ା ଆଉ କିଏ ଜଗତକୁ ଜୟ କରେ?

Gade chapit la Kopi

ଓଡିଆ ବାଇବେଲ

5 ଯୀଶୁ ଈଶ୍ୱରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?

Gade chapit la Kopi

ପବିତ୍ର ବାଇବଲ

5 ଆମ୍ଭର ବିଶ୍ୱାସ ଦ୍ୱାରା ଆମ୍ଭେ ଜଗତକୁ ଜିତିଛୁ। ଆମ୍ଭର ବିଶ୍ୱାସ ଜଗତକୁ ଜୟ କରେ। ଯେଉଁ ଲୋକ ବିଶ୍ୱାସ କରେ ଯେ ଯୀଶୁ ପରମେଶ୍ୱରଙ୍କ ପୁତ୍ର, ସେ ଜଗତରେ ବିଜୟୀ ହୁଏ।

Gade chapit la Kopi




୧ ଯୋହନ 5:5
5 Referans Kwoze  

ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ଯେ ସ୍ୱୀକାର କରେ, ଈଶ୍ୱର ତା’ ଅନ୍ତରରେ ବାସ କରନ୍ତି ଏବଂ ସେ ଈଶ୍ୱରଙ୍କ ସତ୍ତା ଅନୁଭବ କରେ।


ଯେ ଯୀଶୁଙ୍କୁ ମସୀହ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କ ସନ୍ତାନ। ଯେ କେହି ଜଣେ ପିତାକୁସ୍ନେହ କରେ, ସେହି ପିତାର ସନ୍ତାନକୁ ମଧ୍ୟ ଦେ ସ୍ନେହ କରେ।


ଯୀଶୁ କହିଲେ, “ହଁ! ଯେ ବିଶ୍ୱାସ କରେ, ତା’ ପକ୍ଷରେ ସବୁ ସମ୍ଭବ।”


ଆମେ ଜାଣ, ଈଶ୍ୱରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇ ସତ୍ୟ ଈଶ୍ୱରଙ୍କ ସତ୍ତା ଅନୁଭବ କରିବାକୁ ଆମକୁ ଜ୍ଞାନ ଦେଇଛନ୍ତି। ଆମେ ଦତ୍ୟ ଈଶ୍ବର ଓ ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିନ ସଂଯୁକ୍ତ ଜୀବନ ଯାପନ କରୁଛୁ। ସେ ହିଁ ସତ୍ୟ ଈଶ୍ୱର ଏବଂ ସେ ହିଁ ଅନନ୍ତ ଜୀବନ।


“ଏଠାରେ ଜଳ ଅଛି, ଏବେ ମୋର ଜଳଦୀକ୍ଷା ନେବାରେ କିଛି ବାଧା ଅଛି କି?”


Swiv nou:

Piblisite


Piblisite