Biblia Todo Logo
Bib sou entènèt

- Piblisite -




୧ ପିତର 1:14 - ପବିତ୍ର ବାଇବଲ (CL) NT (BSI)

14 ଈଶ୍ୱରଙ୍କ ଆଜ୍ଞାବହ ହୁଅ। ଅଜ୍ଞତାବଶତଃ ପୂର୍ବେ ଯେଉଁ କୁଅଭିଳାଷଗୁଡ଼ିକର ବଶବର୍ତ୍ତୀ ହୋଇଥିଲ, ସେସବୁ ଦ୍ୱାରା ତୁମ ଜୀବନ ଆଉ ନିୟତ୍ରିତ ନ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,

Gade chapit la Kopi

ଓଡିଆ ବାଇବେଲ

14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,

Gade chapit la Kopi

ପବିତ୍ର ବାଇବଲ

14 ଅତୀତରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛାରେ ସେହିସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ।

Gade chapit la Kopi




୧ ପିତର 1:14
12 Referans Kwoze  

ଏ ଜଗତର ମାପ କାଠି ଅନୁଯାୟୀ ଆଚରଣ କର ନାହିଁ। ଈଶ୍ୱର ତୁମ୍ଭମାନଙ୍କର ମନୋଭାବକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରନ୍ତୁ ଏବଂ ତୁମ ଅନ୍ତର ସମ୍ପୂର୍ଣ୍ଣ ରୂପାନ୍ତରିତ ହେଉ। ତା’ହେଲେ, ଈଶ୍ୱରଙ୍କ ଇଚ୍ଛା କଅଣ, ତାଙ୍କ ଦୃଷ୍ଟିରେ କେଉଁ ସବୁ ବିଷୟ ସତ୍, ସନ୍ତୋଷଜନକ ଓ ସିଦ୍ଧ, ଏହା ତୁମ୍ଭେମାନେ ଜାଣିପାରିବ।


ସେ ସମୟରେ ତୁମ୍ଭେମାନେ ଜାଗତିକ ଅସତ୍ ମାର୍ଗ ଅନୁସରଣ କରି, ମହାକାଶସ୍ଥ ଅଶରୀରୀ ଅଧିପତିର ବଶବର୍ତ୍ତୀ ଥିଲ। ସେହି ଅଧିପତି ଏବେ ଈଶ୍ୱରଙ୍କ ଆଜ୍ଞା ଲଙ୍ଘନକାରୀ। ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରୁଛି।


ଜଳଦୀକ୍ଷା ଦ୍ୱାରା ଆମ୍ଭେମାନେ ତାଙ୍କ ମୃତ୍ୟୁରେ ଅଂଶୀ ହୋଇ ତାଙ୍କ ସହିତ କବର ପାଇଛୁ। ସେ ଯେପରି ପିତାଙ୍କ ଗୌରବମୟ ଶକ୍ତି ଦ୍ୱାରା ପୁନରୁତ୍ଥିତ ହେଲେ, ଆମ୍ଭେମାନେ ମଧ୍ୟ ତାଙ୍କ ଯୋଗୁଁ ନୂତନଭାବେ ଜୀବନଯାପନ କରିପାରିବା।


ଲୋକମାନେ ଈଶ୍ୱରଙ୍କୁ ଜାଣି ନ ଥିବା ସମୟରେ ସେ ଦୋଷ ଧରି ନ ଥିଲେ, କିନ୍ତୁ ବର୍ତ୍ତମାନ ସେ ସର୍ବତ୍ର ସମସ୍ତଙ୍କୁ ସେମାନଙ୍କ ପାପ ପଥରୁ ଫେରିବା ପାଇଁ ଆଦେଶ ଦେଉଛନ୍ତି।


ନିରର୍ଥକ କଥା କହି କେହି ତୁମକୁ ପ୍ରତାରଣା ନ କରୁ। ଏ ସବୁ କୁକର୍ମ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ଲଙ୍ଘନ କରନ୍ତି, ସେମାନଙ୍କ ପ୍ରତି ତାଙ୍କର କ୍ରୋଧ ପ୍ରଜ୍ଜ୍ୱଳିତ ହେବ।


ତୁମ୍ଭେମାନେ ଈଶ୍ୱରଙ୍କ ପରିକଳ୍ପନା ଅନୁସାରେ ମନୋନୀତ। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କରି ତାଙ୍କ ରକ୍ତରେ ଶୁଚି ହେବା ପାଇଁ ତୁମ୍ଭେମାନେ ପରମାତ୍ମାଙ୍କ କର୍ତ୍ତୃକ ଏକ ପବିତ୍ର ଚାତି ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ପୂର୍ଣ୍ଣମାତ୍ରାରେ ତୁମ୍ଭମାନଙ୍କର ହେଉ।


Swiv nou:

Piblisite


Piblisite