Biblia Todo Logo
Bib sou entènèt

- Piblisite -




୧ ପିତର 1:18 - ପବିତ୍ର ବାଇବଲ (CL) NT (BSI)

18 ତୁମ୍ଭେମାନେ ଜାଣ ତୁମ ପୂର୍ବପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଜୀବନରୁ ତୁମ୍ଭମାନଙ୍କୁ ମୁକ୍ତ କରିବା ନିମନ୍ତେ କେତେ ମୂଲ୍ୟ ଦେବାକୁ ପଡ଼ିଥିଲା। ତାହା କ୍ଷୟଶୀଳ ରୂପା କି ସୁନା ନୁହେଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାରବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ଵାରା ମୁକ୍ତ ନ ହୋଇ

Gade chapit la Kopi

ଓଡିଆ ବାଇବେଲ

18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭେ ଜାଣିଛ ଯେ ଅତୀତରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସେହିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସେହିପରି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାୟୀ ଜିନିଷ ବଦଳରେ ନୁହେଁ,

Gade chapit la Kopi




୧ ପିତର 1:18
28 Referans Kwoze  

ସେ ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟ ଦେଇ କିଣିଛନ୍ତି। ତେଣୁ ତୁମ୍ଭମାନଙ୍କ ଶରୀର ଦ୍ୱାରା ଈଶ୍ୱରଙ୍କୁ ଗୌରବାନ୍ୱିତ କର।


ଈଶ୍ୱର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟ ଦେଇ କିଣିଛନ୍ତି। ତେଣୁ ମନୁଷ୍ୟର କ୍ରୀତଦାସ ହୁଅ ନାହିଁ।


ଆମ୍ଭମାନଙ୍କୁ ସବୁ ଦୁଷ୍କର୍ମରୁ ନିବୃତ୍ତ କରାଇ ସତ୍କର୍ମ ପ୍ରତି ଆଗ୍ରହ ଜନ୍ମାଇବାକୁ ଯୀଶୁ ଖ୍ରୀଷ୍ଟ ଆତ୍ମବଳିଦାନ କରିଛନ୍ତି। ଏହା ଦ୍ୱାରା ଆମ୍ଭେମାନେ ଶୁଦ୍ଧପୂତ ହୋଇ ତାଙ୍କର ନିଜ ଲୋକ ହେବା ପାଇଁ ସୁଯୋଗ ପାଇଛୁ।


ବର୍ତ୍ତମାନର ଏହି ଭ୍ରଷ୍ଟ ଜଗତରୁ ଆମକୁ ଉଦ୍ଧାର କରିବା ପାଇଁ, ଆମ ପିତା ଈଶ୍ୱରଙ୍କର ଇଚ୍ଛା ପାଳନ କରି, ଖ୍ରୀଷ୍ଟ ଆମ ପାପ ନିମନ୍ତେ ନିଜକୁ ସମର୍ପଣ କଲେ।


ତେଣୁ ପ୍ରଭୁଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ସତର୍କ କରି ଦେଉଛି। ବିଧର୍ମୀମାନଙ୍କ ପରି ଆଉ ଜୀବନ ଯାପନ କର ନାହିଁ। ସେମାନଙ୍କର ଚିନ୍ତା ଅସାର


ସେମାନେ ଈଶ୍ୱରଙ୍କ ପରିଚୟ ପାଇ ସୁଦ୍ଧା ତାଙ୍କୁ ଉପଯୁକ୍ତ ସମ୍ମାନ ଦେଇ ନାହାନ୍ତି କିମ୍ବା ତାଙ୍କୁ କୌଣସି ବିଷୟ ପାଇଁ ଧନ୍ୟବାଦ ଦେଉ ନାହାନ୍ତି। ବରଂ ସେମାନଙ୍କ ଚିନ୍ତାସବୁ ଅସାର ଓ ସେମାନଙ୍କର ନିର୍ବୋଧ ମନ ଅନ୍ଧକାରାଚ୍ଛନ୍ନ।


ଅତୀତରେ ତୁମ୍ଭେମାନେ ଅଣବିଶ୍ୱାସୀମାନଙ୍କ ପରି କାର୍ଯ୍ୟ କରି ବହୁ ସମୟ ବିତାଇଛ। ତୁମ୍ଭମାନଙ୍କର ଜୀବନ ଅଶକଳୀଳତା, କାମୁକତା, ମଦ୍ୟପାନ, ରଙ୍ଗରସ ମତ୍ତତା ଓ ଘୃଣା ପ୍ରତିମା ପୂଜାରେ କଟି ଯାଇଛି।


ତୁମ୍ଭମାନଙ୍କ ବିଶ୍ୱାସର ବିଶୁଦ୍ଧତା ପରିକ୍ଷା କରିବା କରିବା ଏହି ସବୁର ଉଦ୍ଦେଶ୍ୟ। କ୍ଷୟଶୀଳ ସୁବର୍ଣ୍ଣକୁ ଅଗ୍ନିରେ ପରୀକ୍ଷା କରାଯାଏ। ତୁମ୍ଭମାନଙ୍କର ବିଶ୍ୱାସ ସୁବର୍ଣ୍ଣ ଅପେକ୍ଷା ଅଧିକ ମୂଲ୍ୟବାନ ହୋଇଥିବାରୁ ପରୀକ୍ଷା ଦ୍ୱାରା ତାହାକୁ ସିଦ୍ଧ କରିବା ନିତାନ୍ତ ଆବଶ୍ୟକ। ତା’ ହୋଇପାରିଲେ, ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ, ତୁମ୍ଭେମାନେ ପ୍ରଶଂସା, ଗୌରବ ଓ ସମ୍ମାନ ଲାଭକରିବ।


ପୁନଶ୍ଚ “ପ୍ରଭୁ ଜାଣନ୍ତି ଯେ, ଜ୍ଞାନୀମାନଙ୍କର ଚିନ୍ତା ଭାବନା ଅସାର।”


ଖ୍ରୀଷ୍ଟ ସେହି ତମ୍ୱୁ ମଧ୍ୟ ଦେଇ ଉକ୍ତ ମହାପବିତ୍ର ସ୍ଥାନରେ ଏକାଥରକ ପାଇଁ ପ୍ରବେଶ କରିବା ବେଳେ ସେଠାରେ ବଳି ଉତ୍ସର୍ଗ ନିମନ୍ତେ ଅନନ୍ତକାଳୀନ ମୁକ୍ତି ସାଧନ କଲେ।


ଆମ୍ଭମାନଙ୍କର ପାପ ମୋଚନ ପାଇଁ ନ ଥିଲା।


କୌଣସି ବିଷୟର ବିନିମୟରେ ସେ ତା’ର ଜୀବନ ଫେରି ପାଇବ ନାହିଁ।


Swiv nou:

Piblisite


Piblisite