୧ ପିତର 1:25 - ପବିତ୍ର ବାଇବଲ (CL) NT (BSI)25 କିନ୍ତୁ ଈଶ୍ୱରଙ୍କ ବାକ୍ୟ ଚିରସ୍ଥାୟୀ।” ଏହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ଈଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ। ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି। Gade chapit laଓଡିଆ ବାଇବେଲ25 କିନ୍ତୁ ଈଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି। Gade chapit laପବିତ୍ର ବାଇବଲ25 କିନ୍ତୁ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା।” Gade chapit la |
ଈଶ୍ୱର ଉକ୍ତ ଭାବବାଦୀମାନଙ୍କ ନିକଟରେ ପ୍ରକାଶ କଲେ ଯେ, ସେମାନେ ନିଜର ହିତ ପାଇଁ କିଛି କରୁ ନ ଥିଲେ। ସେମାନେ ଯାହା କହୁଥିଲେ, ତାହା ତୁମ୍ଭମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ସ୍ୱର୍ଗରୁ ପ୍ରେରିତ ପବିତ୍ରଆତ୍ମାଙ୍କ ଶକ୍ତିରେ ବର୍ତ୍ତମାନ ଯେଉଁ ବାର୍ତ୍ତାବହମାନେ ସୁସମାଚାର ପ୍ରଚାର କରୁଛନ୍ତି, ତୁମ୍ଭେମାନେ ଏବେ ସେମାନଙ୍କଠାରୁ ସେହିସବୁ କଥା ଶୁଣୁଛ- ଏହି ସମସ୍ତ ବିଷୟରେ ମର୍ମ ବୁଝିବା ପାଇଁ ସ୍ୱର୍ଗଦୂତମାନେ ମଧ୍ୟ ଇଚ୍ଛୁକ।