୧ ପିତର 2:11 - ପବିତ୍ର ବାଇବଲ (CL) NT (BSI)11 ବନ୍ଧୁଗଣ, ତୁମ୍ଭେମାନେ ଏହି ଜଗତରେ ବିଦେଶୀ ଓ ପ୍ରବାସୀ ତୁଲ୍ୟ। ତେଣୁ ଅନୁରୋଧ କରୁଛୁ, ତୁମ୍ଭେମାନେ ସର୍ବଦା ଆତ୍ମା ବିରୁଦ୍ଧରେ ଯୁଦ୍ଧ କରୁଥିବା ଶାରୀରିକ ଅଭିଳାଷର ବଶବର୍ତ୍ତୀ ହୁଅ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ାକରୁ, ବିମୁଖ ହୁଅ, ସେଗୁଡ଼ାକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ। Gade chapit laଓଡିଆ ବାଇବେଲ11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ। Gade chapit laପବିତ୍ର ବାଇବଲ11 ପ୍ରିୟ ମିତ୍ରଗଣ, ତୁମ୍ଭେମାନେ ଏହି ଜଗତରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂରରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧରେ ସଂଘର୍ଷ କରନ୍ତି। Gade chapit la |
ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ।