Biblia Todo Logo
Bib sou entènèt

- Piblisite -




୧ ପିତର 2:13 - ପବିତ୍ର ବାଇବଲ (CL) NT (BSI)

13 ପ୍ରଭୁଙ୍କ ନାମରେ ଅନୁରୋଧ କରୁଛୁ, କତ୍ତୃପକ୍ଷମାନଙ୍କ ଶାସନାଧୀନ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,

Gade chapit la Kopi

ଓଡିଆ ବାଇବେଲ

13 ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,

Gade chapit la Kopi

ପବିତ୍ର ବାଇବଲ

13 ଏହି ଜଗତରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର।

Gade chapit la Kopi




୧ ପିତର 2:13
13 Referans Kwoze  

ଶାସକ ଓ କର୍ତ୍ତୃପକ୍ଷମାନଙ୍କର ବଶୀଭୂତ ହୋଇ ସେମାନଙ୍କ ଆଦେଶ ପାଳନ କରିବାକୁ ଓ ସମସ୍ତ ସତ୍କାର୍ଯ୍ୟରେ ସହଯୋଗ କରିବା ପାଇଁ ପ୍ରସ୍ତୁତ ରହିବାକୁ ମଣ୍ଡଳୀର ସଭ୍ୟମାନଙ୍କୁ ସ୍ମରଣ କରାଇଦିଅ।


ତେଣୁ ଯୀଶୁ କହିଲେ, “ତା’ହେଲେ ସମ୍ରାଟଙ୍କର ଯାହା ପ୍ରାପ୍ୟ, ତାହା ସମ୍ରାଟଙ୍କୁ ଦିଅ ଓ ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ।”


ଯୀଶୁ କହିଲେ, “ତା’ହେଲେ, ଯାହା ସମ୍ରାଟଙ୍କର, ତାହା ସମ୍ରାଟଙ୍କୁ ଦିଅ; ଯାହା ଈଶ୍ୱରଙ୍କର, ତାହା ଈଶ୍ୱରଙ୍କୁ ଦିଅ।” ଯୀଶୁଙ୍କର ଏ କଥାରେ ସେମାନେ ହତବାକ୍ ହେଲେ।


ସେମାନେ ଉତ୍ତର ଦେଲେ, “ସମ୍ରାଟଙ୍କର”। ଯୀଶୁ ସେମାନଙ୍କୁ କହିଲେ, “ତେବେ ଯାହା ସମ୍ରାଟଙ୍କର, ତାହା ସମ୍ରାଟଙ୍କୁ ଦିଅ ଏବଂ ଯାହା ଈଶ୍ୱରଙ୍କର, ତାହ ଈଶ୍ୱରଙ୍କୁ ଦିଅ।”


ବିଶେଷତଃ ଯେଉଁମାନେ ଈଶ୍ୱରଙ୍କ କ୍ଷମତାକୁ ଚତୁଚ୍ଛ କରି ନିଜର ଶାରୀରିକ ଲାଳସା ଚରିତାର୍ଥ କରୁଥାଆନ୍ତି, ସେମାନଙ୍କୁ ମହାବିଚାର ଦିନ ପର୍ଯ୍ୟନ୍ତ କିପରି ଦଣ୍ଡିତ କରି ରଖିବାକୁ ହେବ, ତାହା ସେ ଜାଣନ୍ତି। ସେହି ଶଠ ଶିକ୍ଷକମାନେ ଦୁଃସାହାସୀ ଓ ଉଦ୍ଧତ। ସେମାନେ ଉଦ୍ଧ୍ୱର୍ଲୋକର ଗୌରବମୟ ପ୍ରାଣୀମାନଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ ନ କରି ସେମାନଙ୍କୁ ଅପମାନିତ କରୁଛନ୍ତି।


ଖ୍ରୀଷ୍ଟଙ୍କ ପ୍ରତି ତୁମ୍ଭମାନଙ୍କର ଭକ୍ତି ଥିବାରୁ ତୁମ୍ଭେମାନେ ପରସ୍ପରର ବଶବର୍ତ୍ତୀ ହୁଅ।


ସମସ୍ତଙ୍କୁ ସମ୍ମାନ ଦିଅ। ସର୍ବତ୍ର ଖ୍ରୀଷ୍ଟବିଶ୍ୱାସୀ ଭ୍ରାତୃବର୍ଗଙ୍କୁ ପ୍ରେମ କର। ଈଶ୍ୱରଙ୍କୁ ଭୟ କର, ସମ୍ରାଟଙ୍କୁ ସମ୍ମାନ ଦିଅ।


Swiv nou:

Piblisite


Piblisite