Biblia Todo Logo
Bib sou entènèt

- Piblisite -




୧ ପିତର 2:18 - ପବିତ୍ର ବାଇବଲ (CL) NT (BSI)

18 ଦାସଗଣ, ତୁମ ମୁନବମାନେ ଦୟାଳୁ ଓ ବିଚାରବନ୍ତ, କିଅବା କଠୋର ପ୍ରକୃତିର ହୋଇଥାଆନ୍ିୁ, ସେମାନଙ୍କର ବଶୀଭୂତ ହୁଅ ଓ ଦେମାନଙ୍କୁ ଉଚିତ ସମ୍ମାନ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ।

Gade chapit la Kopi

ଓଡିଆ ବାଇବେଲ

18 ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ।

Gade chapit la Kopi

ପବିତ୍ର ବାଇବଲ

18 ହେ କ୍ରୀତଦାସଗଣ! ତୁମ୍ଭ ମାଲିକର ଶାସନକୁ ସମ୍ମାନର ସହିତ ଗ୍ରହଣ କର। ତୁମ୍ଭେମାନେ ଭଲ ଓ ଭଦ୍ର ମାଲିକ ଏବଂ ମନ୍ଦ ମାଲିକର ମଧ୍ୟ ଆଜ୍ଞା ପାଳନ କରିବା ଉଚିତ୍।

Gade chapit la Kopi




୧ ପିତର 2:18
13 Referans Kwoze  

କିନ୍ତୁ ଉଦ୍ଧ୍ୱର୍ରୁ ଆଗତ ଜ୍ଞାନ ପ୍ରଥମତଃ, ବିଶୁଦ୍ଧ; ତାହା ମଧ୍ୟ ଶାନ୍ତି ପ୍ରଦାୟକ, ସୁଶାନ୍ତ ଓ ମୈତ୍ରୀ-ଭାବାପନ୍ନ। ତାହା ଅନୁକମ୍ପାରେ ପରିପୂର୍ଣ୍ଣ ଓ ହୁଳଭାବେ ସତ୍କର୍ମରୂପେ ଫଳ ଉତ୍ପାଦସନ କରେ; ତାହା ନିରପେକ୍ଷ ଓ ଛଳନାଶୂନ୍ୟ।


ପବିତ୍ର ଆତ୍ମାଙ୍କ ଦାନ ହେଉଛି; ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟା, ସଦାଚାର, ବିଶ୍ୱସ୍ତତା, ନମ୍ରତା ଏବଂ ଆତ୍ମସଂଯମ। ଏହିପରି ଶ୍ରେୟସ୍କର ବିଷୟ ବିରୁଦ୍ଧରେ ବ୍ୟବସ୍ଥାର କୌଣସି ବିରୋଧ ନାହିଁ।


କାହାର କୁତ୍ସା ରଟନା ନ କରି ଶାନ୍ତି ଓ ମୈତ୍ରୀପୂର୍ଣ୍ଣ ଭାବରେ ଚଳିବାକୁ ଓ ସମସ୍ତଙ୍କ ପ୍ରତି ସୌଜନ୍ୟ ପ୍ରଦର୍ଶନ କରିବାକୁ ସେମାନଙ୍କୁ ଉପଦେଶ ଦିଅ।


ମୁଁ ପାଉଲ- ତୁମ୍ଭମାନଙ୍କୁ ମୋର ଏହି ବ୍ୟକ୍ତିଗତ ନିବେଦନ- କେହି କେହି କହନ୍ତି, “ମୁଁ ତୁମ୍ଭମାନଙ୍କ ନିକଟରେ ଥଲାବେଳେ ଅତି ନମ୍ର ଓ ଶାନ୍ତି, କିନ୍ତୁ ଦୂରକୁ ଚାଲିଗଲେ ଅତି କଠୋର।” ଖ୍ରୀଷ୍ଟଙ୍କ ନମ୍ରତା ଓ ସୌଜନ୍ୟର ଦୁହାଇ ଦେଇ ମୁଁ ତୁମ୍ଭମାନଙ୍କୁ ଅନୁନୟ କରି କହୁଛି,


Swiv nou:

Piblisite


Piblisite