୧ ପିତର 2:25 - ପବିତ୍ର ବାଇବଲ (CL) NT (BSI)25 ମେଷମାନଙ୍କ ତୁଲ୍ୟ ତୁମ୍ଭେମାନେ ବିପଥଗାମୀ ହୋଇଥଲ। ବର୍ତ୍ତମାନ ତୁମ୍ଭମାନଙ୍କର ମେଷପାଳକ ଓ ଆତ୍ମଶର ରକ୍ଷକଙ୍କୁ ଅନୁସରଣ କରିବା ନିମନ୍ତେ ବାହୁଡ଼ି ଆସିଛ। Gade chapit laପବିତ୍ର ବାଇବଲ (Re-edited) - (BSI)25 କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ। Gade chapit laଓଡିଆ ବାଇବେଲ25 କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ। Gade chapit laପବିତ୍ର ବାଇବଲ25 ମେଣ୍ଢା ଭଳି ତୁମ୍ଭେମାନେ ଭୁଲ୍ ରାସ୍ତାରେ ଗ୍ଭଲି ଯାଇଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କର ଆତ୍ମାର ମେଷପାଳକ ଓ ରକ୍ଷକଙ୍କ ପାଖକୁ ଫେରି ଆସିଛ। Gade chapit la |
ଯେ ନିଜର ପ୍ରାଣବଳି ଦ୍ୱାରା ମେମଷମାନଙ୍କର ‘ପ୍ରଧାନ ମେଷପାଳକ’ ହୋଇଛନ୍ତି, ଆମ୍ଭମାନଙ୍କର ସେହି ପ୍ରଭୁ ଯୀଶୁଙ୍କୁ ଈଶ୍ୱର ମୃତ୍ୟରୁ ପୁନରୂତ୍ଥିତ କରିଛନ୍ତି। ସେହି ଯୀଶୁଙ୍କୁ ପ୍ରାଣବଳିର ରକ୍ତରେ ଏକ ଚିରସଥାୟୀ ଚୁକ୍ତି ମୁଦ୍ରାଙ୍କିତ ହୋଇଛି। ଶାନ୍ତିଦାତା ଈଶ୍ୱର ତାଙ୍କର ଇଚ୍ଛା ପାଳନ କରିବା ପାଇଁ ତୁମମାନଙ୍କର ପ୍ରୟୋଜନ ଅନୁସାରେ ସମସ୍ତ ଉତ୍ତମ ବିଷୟ ଦାନ କରନ୍ତୁ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ଜୀବନରେ ତାଙ୍କର ସନ୍ତୋଷଜନକ କାର୍ଯ୍ୟ ସାଧନ କରନ୍ତୁ। ଯୁଗେ ଯୁଗେ ଖ୍ରୀଷ୍ଟଙ୍କର ମହିମା ହୋଉ। ଆମେନ୍।