Biblia Todo Logo
Bib sou entènèt

- Piblisite -




୧ ପିତର 2:4 - ପବିତ୍ର ବାଇବଲ (CL) NT (BSI)

4 ମନୁଷ୍ୟମାନେ ଯେଉଁ ଜୀବନ୍ତ ପ୍ରସ୍ତର ସ୍ୱରୁପ ପ୍ରଭୁଙ୍କୁ ମୂଲ୍ୟହୀନ ଭାବି ପ୍ରତ୍ୟାଖ୍ୟାନ କଲେ, ତାଙ୍କ ନିକଟକୁ ଆସ, କାରଣ ସେ ଈଶ୍ୱରଙ୍କ ଦ୍ୱାରା ବହୁମୂଲ୍ୟ ବିହବେଚିତ ହୋଇ ମନୋନୀତ ହୋଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଜୀବନ୍ତ ପ୍ରସ୍ତର ସ୍ଵରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ଵାରା ଅଗ୍ରାହ୍ୟହେଲେ ସତ, କିନ୍ତୁ ଈଶ୍ଵରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,

Gade chapit la Kopi

ଓଡିଆ ବାଇବେଲ

4 ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ୱରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,

Gade chapit la Kopi

ପବିତ୍ର ବାଇବଲ

4 ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ “ପଥର”। ଜଗତର ଲୋକମାନେ ସେହି ପଥରଟି ଅଗ୍ରାହ୍ୟ କଲେ। କିନ୍ତୁ ପରମେଶ୍ୱର ସେହି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ୱରଙ୍କ ପାଇଁ ତାହାଙ୍କ ମୂଲ୍ୟ ଅଧିକ।

Gade chapit la Kopi




୧ ପିତର 2:4
31 Referans Kwoze  

ତୁମ୍ଭେମାନେ ବିଶ୍ୱାସୀ ହୋଇଥିବାରୁ ତୁମ ପାଇଁ ଏହି ପ୍ରସ୍ତର ଅତି ମୂଲ୍ୟବାନ। କି୍ତୁ ଅବିଶ୍ୱାସୀମାନଙ୍କ ନିମନ୍ତେ: “ଯେଉଁ ପ୍ରସ୍ତରକୁ ନିର୍ମାଣକାରୀମାନେ ଅଗ୍ରାହ୍ୟ କଲେ, ତାହା ସବୁଠାରୁ ପ୍ରଧାନ ପ୍ରସ୍ତର ହେଲା।”


ଖ୍ରୀଷ୍ଟ ହିଁ ତୁମର ଜୀବନ ଏବଂ ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ଗୌରବର ଅଂଶୀ ହୋଇ ପ୍ରକାଶିତ ହେବ।


ଏହିପରି ସେ ଆମକୁ ତାଙ୍କ ପ୍ରତିଜ୍ଞାନୁସାରେ ଅତି ଶ୍ରେଷ୍ଠ ଓ ମୂଲ୍ୟବାନ ଦାନ ଦେଇଛନ୍ତି। ଏହିସବୁ ଦାନ ସାହାଯ୍ୟରେ ତୁମ୍ଭେମାନେ ଏହି ଜଗତର ଧ୍ୱଂସକାରୀ କାମନାରୁ ଉଦ୍ଧାର ପାଇ ଐଶ୍ୱରିକ ସ୍ୱଭାବର ଅଂଶୀ ହୋଇ ପାରିବ।


ଯେଉଁମାନେ ଆମ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଧାର୍ମିକତା ଯୋଗୁଁ ଆମ ପରି ବିଶ୍ୱାସରୂପ ବହୁମୂଲ୍ୟ ଦାନ ପ୍ରାପ୍ତ ହୋଇଛନ୍ତି, ସେମାନଙ୍କ ନିକଟକୁ ଯୀଶୁ ଖ୍ରୀଷ୍ଟଙ୍କ ସେବକ ଓ ପ୍ରେରିତ ଶିଷ୍ୟ ଶିମୋନ ପିତରଙ୍କ ପତ୍ର:-


କିନ୍ତୁ ତାହା ନିର୍ଦ୍ଦୋଷ, ନିଷ୍ଳକଙ୍କ ମେଷଶାବକ ତୁଲ୍ୟ ଖ୍ରୀଷ୍ଟଙ୍କ ଆତ୍ମବଳିର ଅମୂଲ୍ୟ ରକ୍ତ।


ତୁମ୍ଭମାନଙ୍କ ବିଶ୍ୱାସର ବିଶୁଦ୍ଧତା ପରିକ୍ଷା କରିବା କରିବା ଏହି ସବୁର ଉଦ୍ଦେଶ୍ୟ। କ୍ଷୟଶୀଳ ସୁବର୍ଣ୍ଣକୁ ଅଗ୍ନିରେ ପରୀକ୍ଷା କରାଯାଏ। ତୁମ୍ଭମାନଙ୍କର ବିଶ୍ୱାସ ସୁବର୍ଣ୍ଣ ଅପେକ୍ଷା ଅଧିକ ମୂଲ୍ୟବାନ ହୋଇଥିବାରୁ ପରୀକ୍ଷା ଦ୍ୱାରା ତାହାକୁ ସିଦ୍ଧ କରିବା ନିତାନ୍ତ ଆବଶ୍ୟକ। ତା’ ହୋଇପାରିଲେ, ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ, ତୁମ୍ଭେମାନେ ପ୍ରଶଂସା, ଗୌରବ ଓ ସମ୍ମାନ ଲାଭକରିବ।


ଆମ୍ଭେମାନେ ଈଶ୍ୱରଙ୍କ ଶତ୍ରୁ ଥିବା ସମୟରେ ତାଙ୍କ ପୁତ୍ର ଆମ୍ଭମାନଙ୍କ ପାଇଁ ପ୍ରାଣ ଦେଲେ, ତାହା ଦ୍ୱାରା ଈଶ୍ୱରଙ୍କ ସହିତ ପୁନର୍ମିଳନ ହେଲା ପରେ ବର୍ତ୍ତମାନ ଖ୍ରୀଷ୍ଟଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା ପାଇଁ ଆମେ କେତେ ଅଧିକ ସୁଯୋଗ ନ ପାଇବା?


ଅଳ୍ପ ସମୟ ପରେ ଜଗତ ମୋତେ ଆଉ ଦେଖିବ ନାହିଁ, କିନ୍ତୁ ତୁମ୍ଭେମାନେ ଦେଖିବ ଏବଂ ଯେହେତୁ ମୁଁ ଚିରଞ୍ଜୀବୀ, ତୁମେ ମଧ୍ୟ ମୋ’ ସହିତ ଜୀବିତ ରହିବ।


ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ସତ୍ୟ ଓ ଜୀବନ। ମୋ’ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇପାରିବି ନାହିଁ।


ଜୀବନ୍ତ ପିତା ଈଶ୍ୱର ମୋତେ ପ୍ରେରଣ କରିଛନ୍ତି; ତାଙ୍କ ଯୋଗୁଁ ମୁଁ ମଧ୍ୟ ଜୀବିତ। ସେହିପରି ଯେ ମୋତେ ଭୋଜନ କରେ, ମୋ’ ଯୋଗୁଁ ସେ ମଧ୍ୟ ଜୀବିତ ରହିବ।


ଯେଉଁମାନଙ୍କୁ ମୋ’ ପିତା ମୋତେ ଦେଇଛନ୍ତି, ସେମାନେ ମୋ’ ନିକଟକୁ ଆସିବେ। ଯେ କେହି ମୋ’ ପାଖକୁ ଆସିବ, ମୁଁ କେବେ ତାକୁ ଫେରାଇ ଦେବି ନାହିଁ।


ତଥାପି ଜୀବନ ପାଇବା ପାଇଁ ମୋ’ ନିକଟକୁ ଆସିବାକୁ ତୁମ୍ଭେମାନେ କୁଣ୍ଠିତ।


ପିତା ଯେପରି ଜୀବନର ଉତ୍ସ, ପୁତ୍ରଙ୍କୁ ମଧ୍ୟ ସେହିପରି ସେ ଜୀବନର ଉତ୍ସ କରିଛନ୍ତି।


ଯୀଶୁ ସେମାନଙ୍କୁ କହିଲେ, “ଏହି ଶାସ୍ତ୍ର କଥା କଅଣ ତୁମ୍ଭେମାନେ ପଢ଼ି ନାହଁ? ‘ଯେଉଁ ପଥରଟିକୁ ଗୃହ ନିର୍ମାଣକାରୀମାନେ ଅଦରକାରୀ ବୋଲି ଛାଡ଼ି ଦେଇଥିଲେ, ତାହା ହିଁ ଶ୍ରେଷ୍ଠ ‘କୋଣ-ପଥର’ ସ୍ୱରୂପେ ବ୍ୟବହୃତ ହେଲା। ପ୍ରଭୁ ନିଜେ ଏହା କହିଛନ୍ତି। ପ୍ରଭୁଙ୍କ କାର୍ଯ୍ୟ ସବୁ କେଡ଼େ ଚମକ୍ରାର’।”


“ଏହି ମୋର ମନୋନୀତ ଦେବକ, ତାକୁ ମୁଁ ଭଲ ପାଏ, ତା’ ପ୍ରତି ମୁଁ ସନ୍ତୁଷ୍ଟ। ମୋର ଆତ୍ମା ତା’ ଉପରେ ଅବତରଣ କରିବ; ସବୁ ଜାତି ନିକଟରେ ସେ ମୋ’ ନ୍ୟାୟ ବିଚାର ଘୋଷଣା କରିବ।


“ଗୁରୁଭାର ବହନକାରୀ କ୍ଳାନ୍ତ ମଣିଷ, ମୋ’ ନିକଟକୁ ଆସ, ମୁଁ ତୁମକୁ ବିଶ୍ରାମ ଦେବି।


କାରଣ ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କୁ ଏକମାତ୍ର ଭିତ୍ତିମୂଳ କରି ସ୍ଥାପନ କରିଛନ୍ତି; ତାଙ୍କ ବ୍ୟତୀତ ଅନ୍ୟ କୌଣସି ଭିତ୍ତିମୂଳ ସ୍ଥାପିତ ହୋଇ ପାରିବ ନାହିଁ।


Swiv nou:

Piblisite


Piblisite