Biblia Todo Logo
Bib sou entènèt

- Piblisite -




୧ ପିତର 3:13 - ପବିତ୍ର ବାଇବଲ (CL) NT (BSI)

13 ସତ୍କର୍ମ କରିବାକୁ ତୁମ୍ଭେମାନେ ଉତ୍ସୁକ ଥିଲେ, କିଏ ତୁମର ଅନିଷ୍ଠ କରିବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ?

Gade chapit la Kopi

ଓଡିଆ ବାଇବେଲ

13 ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍‍ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍‌ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ?

Gade chapit la Kopi

ପବିତ୍ର ବାଇବଲ

13 ଯଦି ତୁମ୍ଭେ ସବୁବେଳେ ଭଲ କରିବା ପାଇଁ ଚେଷ୍ଟା କରୁଥାଅ, ତା'ହେଲେ କୌଣସି ଲୋକ ତୁମ୍ଭକୁ ଆଘାତ କରି ପାରିବ ନାହିଁ।

Gade chapit la Kopi




୧ ପିତର 3:13
13 Referans Kwoze  

କେହି କାହାର ଅନ୍ୟାୟ ବଦଳରେ ଅନ୍ୟାୟ ନ କରୁ, ବରଂ ଜଣେ ଅନ୍ୟ ଜଣର ଓ ସମସ୍ତଙ୍କର ମଙ୍ଗଳ ସାଧନ ତୁମର ଲକ୍ଷ୍ୟ ହେଉ।


ଯେଉଁମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରିବା ପାଇଁ ଆହୂତ ଓ ଈଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କ ନିମନ୍ତେ ସବୁ ବିଷୟ ମଙ୍ଗଳଜନକ ହୁଏ।


ପ୍ରିୟ ବନ୍ଧୁ, କୁଆଦର୍ଶକୁ ଅନୁକରଣ କର ନାହିଁ କେବଳ ସୁଆଦର୍ଶକୁ ଗ୍ରହଣ କର। ଯେ ସତ୍କାର୍ଯ୍ୟ କରେ, ସେ ଈଶ୍ୱରଙ୍କ ଲୋକ: ଯେ ଅସତ୍ କାର୍ଯ୍ୟ କରେ, ସେ ଈଶ୍ୱରଙ୍କୁ ଜାଣେ ନାହିଁ।


ପିଲାମାନଙ୍କର ଉଚିତ୍ ଯତ୍ନ ନେବା, ଅଭ୍ୟାଗତମାନଙ୍କୁ ଆତିଥ୍ୟ କରିବା, ଖ୍ରୀଷ୍ଟୀୟ ଭାଇ ଭଉଣୀମାନଙ୍କ ପ୍ରତି ନମ୍ର ଆଚରଣ କରିବା, ଦୁର୍ଦ୍ଦଶାପନ୍ନ ଲୋକମାନଙ୍କୁ ସାହାଯ୍ୟ କରିବା ଇତ୍ୟାଦି ସତ୍କାର୍ଯ୍ୟ ଲାଗି ଯେଉଁମାନେ ସମାଜରେ ଖ୍ୟାତି ଲାଭ କରିଥିବେ।


ତେଣୁ ପ୍ରେମ ନିମିତ୍ତ ତୁମ୍ଭେମାନେ ଉଦ୍ଯୋଗୀ ହୁଅ। ଅନ୍ୟାନ୍ୟ ଆତ୍ମିକ ଦାନ ପାଇବା, ବିଶେଷତଃ ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବା, ତୁମ୍ଭମାନଙ୍କ ଆନ୍ତରିକ କାମନା ହେଉ।


ଯେଉଁମାନେ ସତ୍କର୍ମ କରନ୍ତି, ସେମାନଙ୍କର ଶାସକମାନଙ୍କୁ ଭୟ କରିବା ପାଇଁ କୌଣସି କାରଣ ନାହିଁ- ଭୟ କରିବା କଥା ଦୁଷ୍କର୍ମକାରୀମାନଙ୍କର। ଶାସକ ପ୍ରତି ନିର୍ଭୟ ହେବା ତୁମର ଇଚ୍ଛା କି? ତାହାହେଲେ ସତ୍କାର୍ଯ୍ୟ କର, ସେ ତୁମର ପ୍ରଶଂସା କରିବେ।


ତୁମ୍ଭେମାନେ ଈଶ୍ୱରଙ୍କର ପ୍ରିୟ ସନ୍ତାନ, ଅତଏବ ତାଙ୍କ ଅନୁରୂପ ହେବା ପାଇଁ ଚେଷ୍ଟା କର।


ଆମ୍ଭମାନଙ୍କୁ ସବୁ ଦୁଷ୍କର୍ମରୁ ନିବୃତ୍ତ କରାଇ ସତ୍କର୍ମ ପ୍ରତି ଆଗ୍ରହ ଜନ୍ମାଇବାକୁ ଯୀଶୁ ଖ୍ରୀଷ୍ଟ ଆତ୍ମବଳିଦାନ କରିଛନ୍ତି। ଏହା ଦ୍ୱାରା ଆମ୍ଭେମାନେ ଶୁଦ୍ଧପୂତ ହୋଇ ତାଙ୍କର ନିଜ ଲୋକ ହେବା ପାଇଁ ସୁଯୋଗ ପାଇଛୁ।


Swiv nou:

Piblisite


Piblisite