Biblia Todo Logo
Bib sou entènèt

- Piblisite -




୧ ପିତର 3:19 - ପବିତ୍ର ବାଇବଲ (CL) NT (BSI)

19 ଓ ସେହି ଆତ୍ମିକ ସ୍ଥିତିରେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;

Gade chapit la Kopi

ଓଡିଆ ବାଇବେଲ

19 ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;

Gade chapit la Kopi

ପବିତ୍ର ବାଇବଲ

19 ଏବଂ ଆତ୍ମାରେ ସେ ଗଲେ ଓ ବନ୍ଦୀ ଆତ୍ମାମାନଙ୍କୁ ଉପଦେଶ ପ୍ରଦାନ କଲେ।

Gade chapit la Kopi




୧ ପିତର 3:19
10 Referans Kwoze  

ଏଥିପାଇଁ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରାଯାଇଥିଲା, ଯେପରି ସେମାନେ ମନୁଷ୍ୟମାନଙ୍କ ପରି ଶାରୀରିକଭାବେ ବିଚାରିତ ହୋଇଥିଲେ ସୁଦ୍ଧା, ଈଶ୍ୱରଙ୍କ ଅନୁରୂପ ଆତ୍ମାରେ ସଜୀବ ହେବେ।


ସହସ୍ର ବର୍ଷ ପୂର୍ଣ୍ଣ ହେବା ପରେ ଶୟତାନକୁ କାରାଗାରରୁ ମୁକ୍ତି ଦିଆଯିବ


ସେହି ଦୂତଙ୍କୁ ପୂଜା କରିବା ପାଇଁ ମୁଁ ତାଙ୍କ ପାଦ ତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ସେପରି କର ନାହିଁ। ତୁମ ପରି ଓ ତୁମ ଭାଇମାନଙ୍କ ପରି ମୁଁ ଯୀଶୁଙ୍କର ଜଣେ ଦାସ ମାତ୍ର। ତୁମ୍ଭମାନଙ୍କ ପରି ମୁଁ ମଧ୍ୟ ଯୀଶୁ ପ୍ରକାଶ କରିଥିବା ସତ୍ୟକୁ ଗ୍ରହଣ କରିଛି। କେବଳ ଈଶ୍ୱରଙ୍କର ପୂଜା କର। କେବଳ ଯୀଶୁ ପ୍ରକାଶ କରିଥିାବ ସତ୍ୟ, ଭାବବାଦୀମାନଙ୍କୁ ପ୍ରେରଣା ଦିଏ।”


ତୁମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ କଢ଼ାଇ ଆଣିବା ପାଇଁ ଖ୍ରୀଷ୍ଟ ନିଜେ ଧାମର୍ମିକ ହୋଇ ଅଧାର୍ମିକମାନଙ୍କ ପାପର ପ୍ରାୟଶ୍ଚିତ ନିମନ୍ତେ ନିଜର ପ୍ରାଣ ଦେଲେ। ଏହି ପ୍ରାୟଶ୍ଚିତ ସେ ଏକାଥରକେ ଅନନ୍ତ କାଳ ପାଇଁ ସାଧନ କରିଛନ୍ତି। ସେ ଶାରୀରିକ ଭାବରେ ହତ ହେଲେ, କିନ୍ତୁ ଆତ୍ମିକ ଭାବରେ ସଞ୍ଜୀବିତ ହେଲେ


ନୋହ ଜାହାଜ ନିର୍ମାଣ କରିବା ସମୟରେ ଈଶ୍ୱର ଧୈର୍ଯ୍ୟର ସହିତ ଅପେକ୍ଷା କରୁଥିଲେ। ସେତେବେଳେ ଦେଉଁ ଲୋକମାନେ ଈଶ୍ୱରଙ୍କର ଅବୋଧ୍ୟ ହେଲେ, ଉପରୋକ୍ତ ଆତ୍ମାଗଣ ସେହିମାନଙ୍କର। ଯେଉଁ ଅଳ୍ପ କେତେ ଜଣ ସର୍ବମୋଟ ଆଠ ଜଣ ମାତ୍ର- ଜଳପ୍ଳାବନରୁ ରକ୍ଷା ପାଇଲେ,


Swiv nou:

Piblisite


Piblisite