୧ ପିତର 4:16 - ପବିତ୍ର ବାଇବଲ (CL) NT (BSI)16 କିନ୍ତୁ ତୁମ୍ଭେମାନେ ଯଦି ଖ୍ରୀଷ୍ଟବିଶ୍ୱାସୀ ହେବାରୁ ଦୁଃଖଭୋଗ କରୁଛୁ, ତେବେ ଲଜ୍ଜିତ ହୁଅ ନାିଁ। ଈଶ୍ୱରଙ୍କୁ ଧନ୍ୟବାଦ ଦିଅ, କାରଣ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ଧାରଣ କରିଛ। Gade chapit laପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ତ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ। Gade chapit laଓଡିଆ ବାଇବେଲ16 କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ। Gade chapit laପବିତ୍ର ବାଇବଲ16 ତୁମ୍ଭେ ସେହି ଖ୍ରୀଷ୍ଟିୟାନ ନାମଟି ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ। Gade chapit la |