୧ ପିତର 5:4 - ପବିତ୍ର ବାଇବଲ (CL) NT (BSI)4 ଯେତେବେଳେ “ପ୍ରଧାନ ମେଷପାଳକ” ଆଗମନ କରିବେ, ତୁମ୍ଭେମାନେ ଗୌରବର ମୁକୁଟ ପାଇବ। ତା’ର ଜ୍ୟୋତି କେବେ ମ୍ଳାନ ହେବ ନାର୍ହି। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅମ୍ଳାନ ମୁକୁଟ ପାଇବ। Gade chapit laଓଡିଆ ବାଇବେଲ4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ। Gade chapit laପବିତ୍ର ବାଇବଲ4 ଯେତେବେଳେ ମୁଖ୍ୟ ମେଷପାଳକ ଆସିବେ, ସେତେବେଳେ ତୁମ୍ଭେ ମୁକୁଟ ପାଇବ। ସେହି ମୁକୁଟଟି ଅତ୍ୟନ୍ତ ଗୌରବମୟ ହୋଇଥିବ ଓ ଏହା କେବେ ହେଲେ ନିଜର ସୌନ୍ଦର୍ଯ୍ୟ ହରାଇବ ନାହିଁ। Gade chapit la |
ଯେ ନିଜର ପ୍ରାଣବଳି ଦ୍ୱାରା ମେମଷମାନଙ୍କର ‘ପ୍ରଧାନ ମେଷପାଳକ’ ହୋଇଛନ୍ତି, ଆମ୍ଭମାନଙ୍କର ସେହି ପ୍ରଭୁ ଯୀଶୁଙ୍କୁ ଈଶ୍ୱର ମୃତ୍ୟରୁ ପୁନରୂତ୍ଥିତ କରିଛନ୍ତି। ସେହି ଯୀଶୁଙ୍କୁ ପ୍ରାଣବଳିର ରକ୍ତରେ ଏକ ଚିରସଥାୟୀ ଚୁକ୍ତି ମୁଦ୍ରାଙ୍କିତ ହୋଇଛି। ଶାନ୍ତିଦାତା ଈଶ୍ୱର ତାଙ୍କର ଇଚ୍ଛା ପାଳନ କରିବା ପାଇଁ ତୁମମାନଙ୍କର ପ୍ରୟୋଜନ ଅନୁସାରେ ସମସ୍ତ ଉତ୍ତମ ବିଷୟ ଦାନ କରନ୍ତୁ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ଜୀବନରେ ତାଙ୍କର ସନ୍ତୋଷଜନକ କାର୍ଯ୍ୟ ସାଧନ କରନ୍ତୁ। ଯୁଗେ ଯୁଗେ ଖ୍ରୀଷ୍ଟଙ୍କର ମହିମା ହୋଉ। ଆମେନ୍।