୧ ଥେସଲନୀକୀୟ 4:8 - ପବିତ୍ର ବାଇବଲ (CL) NT (BSI)8 ତେଣୁ ଯେ କେହି ଆମର ଏହି ଶିକ୍ଷାକୁ ଅଗ୍ରାହ୍ୟ କରେ, ସେ କେବଳ ମନୁଷ୍ୟକୁ ଉପେକ୍ଷା କରେ ନାହିଁ - ପବିତ୍ରଆତ୍ମାଦାନକାରୀ ଈଶ୍ୱରଙ୍କୁ ଅବମାନନା କରେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ଵର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ। Gade chapit laଓଡିଆ ବାଇବେଲ8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ। Gade chapit laପବିତ୍ର ବାଇବଲ8 ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ୱରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ୱର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥା’ନ୍ତି। Gade chapit la |
ଈଶ୍ୱର ଉକ୍ତ ଭାବବାଦୀମାନଙ୍କ ନିକଟରେ ପ୍ରକାଶ କଲେ ଯେ, ସେମାନେ ନିଜର ହିତ ପାଇଁ କିଛି କରୁ ନ ଥିଲେ। ସେମାନେ ଯାହା କହୁଥିଲେ, ତାହା ତୁମ୍ଭମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ସ୍ୱର୍ଗରୁ ପ୍ରେରିତ ପବିତ୍ରଆତ୍ମାଙ୍କ ଶକ୍ତିରେ ବର୍ତ୍ତମାନ ଯେଉଁ ବାର୍ତ୍ତାବହମାନେ ସୁସମାଚାର ପ୍ରଚାର କରୁଛନ୍ତି, ତୁମ୍ଭେମାନେ ଏବେ ସେମାନଙ୍କଠାରୁ ସେହିସବୁ କଥା ଶୁଣୁଛ- ଏହି ସମସ୍ତ ବିଷୟରେ ମର୍ମ ବୁଝିବା ପାଇଁ ସ୍ୱର୍ଗଦୂତମାନେ ମଧ୍ୟ ଇଚ୍ଛୁକ।