Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:18 - ପବିତ୍ର ବାଇବଲ (CL) NT (BSI)

18 ସମସ୍ତ ପରିସ୍ଥିତିରେ କୃତଜ୍ଞ ହୁଅ। ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରୁଥିବାରୁ, ତୁମଠାରୁ ଈଶ୍ୱର ଏହା ହିଁ ଅପେକ୍ଷା କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ଵରଙ୍କ ଅଭିମତ।

Gade chapit la Kopi

ଓଡିଆ ବାଇବେଲ

18 କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ୱରଙ୍କ ଅଭିମତ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।

Gade chapit la Kopi

ପବିତ୍ର ବାଇବଲ

18 ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଥାଅ। ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ପାଇଁ ଏହା ଗ୍ଭହାନ୍ତି।

Gade chapit la Kopi




୧ ଥେସଲନୀକୀୟ 5:18
11 Referans Kwoze  

ସର୍ବଦା ସବୁ ବିଷୟ ପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ।


କୌଣସି ବିଷୟରେ ବ୍ୟସ୍ତ ହୁଅ ନାହିଁ। କିନ୍ତୁ ତୁମର ଯାହା ଆବଶ୍ୟକ, ତାହା ପ୍ରାର୍ଥନାରେ ଈଶ୍ୱରଙ୍କୁ ମାଗ। ପୁଣି ପ୍ରାର୍ଥନା କରିବା ବେଳେ ସର୍ବଦା ହୃଦୟର ଧନ୍ୟବାଦ ଜ୍ଞାପନ କର;


ତୁମ୍ଭେମାନେ ବାକ୍ୟ ବା କାର୍ଯ୍ୟରେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ। ନୂତନ ଜୀବନରେ ବ୍ୟକ୍ତିଗତ ସମ୍ପର୍କ


ଅତଏବ ଆସ, ଆମେ ଯଈଶୁଙ୍କୁ ମଧ୍ୟସ୍ଥତାରେ ଈଶ୍ୱରଙ୍କୁ ଆମର ପ୍ରଶଂସାରୂପ ବଳି ଉତ୍ସର୍ଗ କରିବା। ଏହି ବଳି ଯୀଶୁଙ୍କୁ ‘ପ୍ରଭୁ’ ବୋଲି ସ୍ୱୀକାର କରୁଥିବା ଓଷ୍ଠଧର ସ୍ୱାରା ଉଓôର୍ଗିତ।


ତୁମ୍ଭେମାନେ ବର୍ତ୍ତମାନଠାରୁ ଜୀବନର ଅବଶିଷ୍ଟ କାଳ ଭିତରେ ଶାରୀରିକ ଅଭିଲାଷର ବଶବର୍ତ୍ତୀ ନ ହୋଇ ଈଶ୍ୱରଙ୍କ ଇଚ୍ଛାଧୀନ ହୁଅ।


ଈଶ୍ୱର ଚାହାନ୍ତି, ତୁମ୍ଭେମାନେ ସତ୍କର୍ମ ଦ୍ୱାରା ବୃଥା ଗଳ୍ପ କରୁଥିବା ନିର୍ବୋଧମାନଙ୍କୁ ନିରୁତ୍ତର କର।


ଲୋକେ ଜଗତ ଓ ତା’ର ଯେଉଁ ସମସ୍ତ ବିଷୟ କାମନା କରନ୍ତି, ସେ ସବୁର ବିଲୟଘଟେ, କିନ୍ତୁ ଯେ କେହି ଈଶ୍ୱରଙ୍କ ଇଚ୍ଛାସାଧନ କରେ, ସେ ହୁଏ ଅମର।


ଈଶ୍ୱର ଚାହାଁନ୍ତି, ତୁମ୍ଭେମାନେ ିଜକୁ ଯୌନ ପାପରୁ ମୁକ୍ତ ରଖି ପବିତ୍ର ରୁହ।


Swiv nou:

Piblisite


Piblisite