Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:22 - ପବିତ୍ର ବାଇବଲ (CL) NT (BSI)

22 ସମସ୍ତ ପ୍ରକାର ଅସତ୍ ବିଷୟଠାରୁ ଦୂରେଇ ରୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସମସ୍ତ ପ୍ରକାର ମନ୍ଦଠାରୁ ପୃଥକ ହୋଇଥାଅ।

Gade chapit la Kopi

ଓଡିଆ ବାଇବେଲ

22 ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।

Gade chapit la Kopi

ପବିତ୍ର ବାଇବଲ

22 ସମସ୍ତ ପ୍ରକାରର ମନ୍ଦଠାରୁ ଦୂରରେ ରୁହ।

Gade chapit la Kopi




୧ ଥେସଲନୀକୀୟ 5:22
15 Referans Kwoze  

ଯେଉଁ ସେବକତ୍ୱ ଆମେ ଗ୍ରହଣ କରିଛୁ, ତା’ର ଅପବାଦ ଯେପରି ନ ହୁଏ, ସେଥିପାଇଁ ଆମେ କାହାରି କାର୍ଯ୍ୟରେ ବ୍ୟାଘାତ ସୃଷ୍ଟି ନ କରିବାକୁ ଚେଷ୍ଟା କରୁଛୁ।


ପରିଶେଷରେ, ଭାଇମାନେ, ଯେଉଁ ସମସ୍ତ ବିଷୟ ସତ୍ ଓ ପ୍ରଶଂସ୍ୟ, ଯାହା ସବୁ ସତ୍ୟ ଓ ମହତ୍, ଯାହା ଯଥାର୍ଥ, ବିଶୁଦ୍ଧ, ପ୍ରୀତିକର ଓ ସମ୍ମାନଜନକ, ସେ ସବୁ ତୁମ୍ଭମାନଙ୍କର ଚିନ୍ତନୀୟ ବିଷୟ ହେଉ।


କେହି ତୁମ ପ୍ରତି ଅନ୍ୟାୟ କଲେ, ତୁମେ ତା’ ପ୍ରତି ଅନ୍ୟାୟ କର ନାହିଁ। ଅନ୍ୟମାନଙ୍କ ଦୃଷ୍ଟିରେ ଯାହା ସତ୍କାର୍ଯ୍ୟ, ତାହା ହିଁ କର।


ଭ୍ରାନ୍ତିରେ ପଡ଼ି ବିଷ୍ଟ ହେବାକୁ ଯାଉଥିବା ଲୋକଙ୍କୁ ଅଗ୍ନିରୁ ଉଦ୍ଧାର କର। ଆଉ କେତେକଙ୍କର ପାପ କଳଙ୍କିତ ବସ୍ତ୍ରକୁ ସୁଦ୍ଧା ଘୃଣା କର, କିନ୍ତୁ ଭୟର ସହ ସେମାନଙ୍କୁ ଦୟା ପ୍ରଦର୍ଶ କର।


ସୁତରାଂ କୌଣସି ଖାଦ୍ୟ ଯଦି ମୋ’ ଭାଇର ବିଘ୍ନ ସ୍ୱରୂପ ହୋଇ ତାକୁ ପାପ ପଥରେ କଢ଼ାଇ ନିଏ, ସେହି ଖାଦ୍ୟ ମୁଁ କଦାପି ଗ୍ରହଣ କରିବି ନାହିଁ।


ଏହିପରି କରିବା ଦ୍ୱାରା ତୁମେ ଅଣବିଶ୍ୱାସୀମାନଙ୍କଠାରୁ ମଧ୍ୟ ସମ୍ମାନ ପାଇବ ଓ ତୁମର ସମସ୍ତ ଆବଶ୍ୟକତା ପାଇଁ ଆତ୍ମନିର୍ଭରଶୀଳ ହୋଇପାରିବ।


ସମସ୍ତ ବିଷୟ ପରୀକ୍ଷା କରି ଦେଖ; ଯାହା ସବୁ ସତ୍, ତାହାକୁ ଗ୍ରହଣ କର;


ଯେଉଁ ଈଶ୍ୱର ଆମକୁ ଶାନ୍ତି ପ୍ରଦାନ କରନ୍ତି, ସେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣଭାବେ ପବିତ୍ର କରନ୍ତୁ ଓ ଆମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତୁମର ସମସ୍ତ ସତ୍ତା, ମନ, ଆତ୍ମା, ଶରୀରକୁ ସମ୍ପୂର୍ଣ୍ଣଭାବେ ନିର୍ଦ୍ଦୋଷ ରଖନ୍ତୁ।


Swiv nou:

Piblisite


Piblisite