Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:4 - ପବିତ୍ର ବାଇବଲ (CL) NT (BSI)

4 କିନ୍ତୁ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ, ତେଣୁ ସେହି ଦିବସ ତୁମ୍ଭମାନଙ୍କ ନିକଟରେ ଅତର୍କିତ ଭାବେ ଚୋର ପରି ଆସି ପହଞ୍ôଚବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେହି ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,

Gade chapit la Kopi

ଓଡିଆ ବାଇବେଲ

4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସେହି ଦିନଟି ଗ୍ଭେର ଆସିବା ଭଳି ଆଶ୍ଚର୍ଯ୍ୟର କଥା ହେବ ନାହିଁ, କାରଣ ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ।

Gade chapit la Kopi




୧ ଥେସଲନୀକୀୟ 5:4
17 Referans Kwoze  

କିନ୍ତୁ ଏହାକୁ ଏକ ନୂତନ ଆଜ୍ଞା ରୂପେ ଏଠାରେ ମୁଁ ଉଲ୍ଲେଖତ କରୁଛି, କାରଣ ଏହାର ବାସ୍ତବତା କେବଳ ଖ୍ରୀଷ୍ଟଙ୍କଠାରେ ରୂପାୟିତ ହୋଇଛି ଏବଂ ପ୍ରକୃତ ଆଲୋକ ଏବେ ପ୍ରକଶଶମାନ।


କିନ୍ତୁ ପ୍ରଭୁଙ୍କର ଦିନ ଚୋର ପରି ଆସିବ। ସେହି ଦିନ ଏକ ତୀବ୍ର ଧ୍ୱନି ଭିତରେ ଆକାଶମଣ୍ଡଳ ବିଲୁପ୍ତ ହେବ। ଆକାଶର ଗ୍ରହ ନକ୍ଷତ୍ରାଦି ପୋଡ଼ି ଜଳି ଧ୍ୱସ ପାଇବେ। ପୃଥିବୀ ତା'ର ସମସ୍ତ ବସ୍ତୁ ସହ ବିଲୀନ ହେବ।


ସେ ଅନ୍ଧକାରର ଶକ୍ତିରୁ ଆମକୁ ରକ୍ଷା କରିଛନ୍ତି ଓ ନିରାପଦରେ ଆମ୍ଭମାନଙ୍କୁ ତାଙ୍କ ପ୍ରିୟ ପୁତ୍ରଙ୍କ ରାଜ୍ୟକୁ ଆଣିଛନ୍ତି।


ତୁମକୁ ଯେଉଁ ଶିକ୍ଷା ଦିଆଯାଇଥିଲା ଏବଂ ତୁମେ ଯାହା ଶୁଣିଥିଲ, ତାହା ସ୍ମରଣ କରି ପାଳନ କର ଓ ତୁମ ପାପରୁ ଫେର। ଜାଗ୍ରତ ନ ହେଲେ, ମୁଁ ଚୋର ପରି ଅତର୍କିତ ଭାବରେ ତୁମ ନିକଟକୁ ଆସିବି। କେଉଁ ସମୟରେ ଆସିବି, ତାହା ତୁମେ ଜାଣି ପାରିବ ନାହିଁ।


ତୁମକୁ ସେମାନଙ୍କର ଚକ୍ଷୁ ଖୋଲି ଦେବାକୁ ପଡ଼ିବ ଓ ସେମାନଙ୍କୁ ଅନ୍ଧାରରୁ ଆଲୋକକୁ ଓ ଶୟତାନର କବଳରୁ ପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ହେବ, ଯେପରି ମୋ’ଠାରେ ବିଶ୍ୱାସ କରିବା ଦ୍ୱାରା ସେମାନଙ୍କର ପାପ କ୍ଷମା ହେବ ଓ ପ୍ରଭୁଙ୍କ ମନୋନୀତ ଲୋକମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ’।


“ମୁଁ ତୁମକୁ ନିଶ୍ଚିମଭାବେ କହୁଛି, ବିଚାର ଦିନରେ ଏମାନଙ୍କଠରୁ ସଦୋମ ଗମୋଚାର ଲୋକମାନଙ୍କ ପ୍ରତି ଈଶ୍ୱର ଅଧିକ ଅନୁଗ୍ରହ ଦେଖାଇବେ।


“ତୁମ୍ଭେମାନେ ସତର୍କ ଥାଅ। ଅତି ମାତ୍ରାରେ ଆନନ୍ଦ ଉତ୍ସବ ଓ ମଦ୍ୟ ପାନରେ ନିମଜ୍ଜିତ ହୁଅ ନାହିଁ, କିଅବା ଜୀବନରେ ନାନା ଚିନ୍ତାରେ ଭାରଗ୍ରସ୍ତ ହୁଅ ନାହିଁ, କାରଣ ସେହି ଅନ୍ତିମ ଦିନଟି


କାରଣ ତୁମ୍ଭେମାନେ ଉତ୍ତମ ରୂପେ ଜାଣ ଯେ, ରାତିରେ ଚୋର ପଶିବା ପରି ପ୍ରଭୁଙ୍କ ଦିନ ଆସି ପହଞ୍ଚିବ।


“ଶୁଣ! ମୁଁ ଚୋର ପରି ଆସିବି। ଯେଉଁ ବ୍ୟକ୍ତି ଜାଗ୍ରତ ରହି ଚୋର କବଳରୁ ନିଜ ଲୁଗାପଟା ସୁରକ୍ଷା କରେ, ସେ ଭାଗ୍ୟବାନ। ଉଲଙ୍ଗ ହୋଇ ବିଚରଣ କରିବା ଦ୍ୱାରା ତାକୁ ଲଜ୍ଜା ପାଇବାକୁ ପଡ଼ିବ ନାହିଁ।”


Swiv nou:

Piblisite


Piblisite