୧ ଥେସଲନୀକୀୟ 5:6 - ପବିତ୍ର ବାଇବଲ (CL) NT (BSI)6 ତେଣୁ ଆମେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହୋଇ ଜାଗ୍ରତ ଓ ସଚେତନ ହୋଇ ରହିବା। Gade chapit laପବିତ୍ର ବାଇବଲ (Re-edited) - (BSI)6 ଅତଏବ ଆସ, ଆମ୍ଭେମାନେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିଥାଉ। Gade chapit laଓଡିଆ ବାଇବେଲ6 ଅତଏବ ଆସ ଆମ୍ଭେମାନେ ଅଣଯିହୂଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା। Gade chapit laପବିତ୍ର ବାଇବଲ6 ଅତଏବ ଆମ୍ଭେମାନେ ଅନ୍ୟ ଲୋକମାନଙ୍କ ଭଳି ଶୋଇ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂଯମ ଥିବା ଆବଶ୍ୟକ। Gade chapit la |