୧ ତୀମଥି 1:11 - ପବିତ୍ର ବାଇବଲ (CL) NT (BSI)11 ମହାମହିମ ପରମଧନ୍ୟ ଈଶ୍ୱରଙ୍କ ଶୁଭ ବାର୍ତ୍ତାରେ ସମସ୍ତ ସତ୍ଶିକ୍ଷା ନିହିତ ଅଛି। ସେହି ଶୁଭ ବାର୍ତ୍ତା ପ୍ରଚାର କରିବା ଦାୟିତ୍ୱ ମୋ’ ଉପରେ ନ୍ୟସ୍ତ ହୋଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)11 ଏହା ତ ମୋʼ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ଵରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ। Gade chapit laଓଡିଆ ବାଇବେଲ11 ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ୱରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ। Gade chapit laପବିତ୍ର ବାଇବଲ11 ଏହି ଉପଦେଶ ପରମେଶ୍ୱର ମୋତେ ପ୍ରଗ୍ଭର କରିବାକୁ ଦେଇଥିବା ସୁସମାଗ୍ଭରର ଅଂଶବିଶେଷ। ଏହି ମହିମାମୟ ସୁସମାଗ୍ଭର ପରମଧନ୍ୟ ପରମେଶ୍ୱରଙ୍କଠାରୁ ଆସିଛି। Gade chapit la |