Biblia Todo Logo
Bib sou entènèt

- Piblisite -




୧ ତୀମଥି 2:12 - ପବିତ୍ର ବାଇବଲ (CL) NT (BSI)

12 ଉପଦେଶ ଦେବା କିମ୍ବା ପୁରୁଷ ଉପରେ କର୍ତ୍ତୃତ୍ୱ କରିବା ଅଧିକାର ମୁଁ ନାରୀମାନଙ୍କୁ ଦିଏ ନାହିଁ। ସେମାନେ ନୀରବ ରହନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ମୌନ ରହୁ।

Gade chapit la Kopi

ଓଡିଆ ବାଇବେଲ

12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନିରବରେ ରହୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ।

Gade chapit la Kopi

ପବିତ୍ର ବାଇବଲ

12 ଜଣେ ସ୍ତ୍ରୀ ଜଣେ ପୁରୁଷକୁ ଉପଦେଶ ଦେବା ପାଇଁ ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଜଣେ ପୁରୁଷ ଉପରେ କର୍ତ୍ତୃତ୍ୱ କରୁ, ଏହା ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀଲୋକ ନୀରବ ହୋଇ ରହିବା ଦରକାର।

Gade chapit la Kopi




୧ ତୀମଥି 2:12
2 Referans Kwoze  

ତୁମ ମଣ୍ଡଳୀର ସଭାମାନଙ୍କରେ ମଧ୍ୟ ସେହିପରି ମହିଳାମାନେ ନୀରବ ରୁହନ୍ତୁ। ସେଠାରେ କଥା କହିବା ପାଇଁ ସେମାନଙ୍କୁ ଅନୁମତି ମିଳି ନାହିଁ। ଇହୁଦୀ ବ୍ୟବସ୍ଥା ଅନୁଯାୟୀ ସେମାନେ ବଶୀଭୂତା ହୋଇ ରୁହନ୍ତୁ।


Swiv nou:

Piblisite


Piblisite