୧ ତୀମଥି 2:3 - ପବିତ୍ର ବାଇବଲ (CL) NT (BSI)3 ଏହି ପ୍ରକାର ପ୍ରାର୍ଥନା ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ ଓ ଗ୍ରହଣଯୋଗ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ। Gade chapit laଓଡିଆ ବାଇବେଲ3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ; Gade chapit laପବିତ୍ର ବାଇବଲ3 ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରେ। Gade chapit la |
ତୁମ୍ଭେମାନେ ଏକ ଆଧ୍ୟାତ୍ମିକ ମନ୍ଦିର ନିର୍ମାରରେ ଜୀବନ୍ତ ପ୍ରସ୍ତର ରୁପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣରେ ଜୀବନ୍ତ ପ୍ରସ୍ତର ରୂପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ବଳି ଉତ୍ସର୍ଗ କରିବା ପାଇଁ ପବିତ୍ର ଯାଜକର କାର୍ଯ୍ୟ କରିବ।