୧ ତୀମଥି 2:6 - ପବିତ୍ର ବାଇବଲ (CL) NT (BSI)6 ସେ ମାନବର ମୁକ୍ତି ନିମନ୍ତେ ନିଜକୁ ଉତ୍ସର୍ଗ କରିଛନ୍ତି - ଏଥିଦ୍ୱାରା ଯଥା ସମୟରେ ପ୍ରମାଣିତ ହୋଇଅଛି ଯେ, ଈଶ୍ୱର ପ୍ରତ୍ୟେକ ମାନବକୁ ପରିତ୍ରାଣ କରିବାକୁ ଇଚ୍ଛା କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣାକୁ ଦାନ କରି ଯଥା ସମୟରେସେଥିର ସାକ୍ଷ୍ୟ ଦେଇ ଅଛନ୍ତି। Gade chapit laଓଡିଆ ବାଇବେଲ6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି। Gade chapit laପବିତ୍ର ବାଇବଲ6 ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରିଦେଇଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ୱର ସମସ୍ତ ଲୋକଙ୍କର ଉଦ୍ଧାର ଗ୍ଭହାନ୍ତି। Gade chapit la |