୧ ତୀମଥି 2:9 - ପବିତ୍ର ବାଇବଲ (CL) NT (BSI)9 ନାରୀମାନଙ୍କୁ ମୋର ଅନୁରୋଧ, ସେମାନେ ବିନୀତ ଓ ସଂଯତ ହୁଅନ୍ତୁ। ମୂଲ୍ୟବାନ ପରିଚ୍ଛଦ, କୃତ୍ରିମ କେଶ ବିନ୍ୟାସ ଓ ସ୍ୱର୍ଣ୍ଣରତ୍ନାଳଙ୍କାରରେ ନିଜକୁ ମଣ୍ଡିତ ନ କରି, Gade chapit laପବିତ୍ର ବାଇବଲ (Re-edited) - (BSI)9 ସେହିପ୍ରକାରେ ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁବର୍ଣ୍ଣ କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ସୁବୁଦ୍ଧି ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି ପ୍ର.ପିତ. ୩:୩ Gade chapit laଓଡିଆ ବାଇବେଲ9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି Gade chapit laପବିତ୍ର ବାଇବଲ9 ମୁଁ ଏହା ମଧ୍ୟ ଗ୍ଭହେଁ ଯେ ସ୍ତ୍ରୀଲୋକମାନେ ଏପରି ପୋଷାକ ପିନ୍ଧନ୍ତୁ, ଯାହା ସେମାନଙ୍କ ପାଇଁ ଉପଯୁକ୍ତ। ଉତ୍ତମ ମନୋଭାବ ସହିତ ସମ୍ମାନନୀୟ ଭାବରେ ନିଜକୁ ସଜାନ୍ତୁ। ନିଜକୁ ସୁନ୍ଦର ଦେଖାଇବା ଲାଗି ବେଣୀ ବାନ୍ଧନ୍ତୁ ନାହିଁ, ସୁନା, ରତ୍ନ ଓ ଦାମିକା ଲୁଗାର ବ୍ୟବହାର କରନ୍ତୁ ନାହିଁ। Gade chapit la |