୧ ତୀମଥି 5:13 - ପବିତ୍ର ବାଇବଲ (CL) NT (BSI)13 ଏମାନେ ଘରକୁ ଘର ବୁଲି ସମୟର ଅପଚୟ କରନ୍ତି - ଅଧିକନ୍ତୁ ବାଜେ ଗପ ଓ ପରଚର୍ଚ୍ଚା କରି ଅକଥ୍ୟ କଥା ସବୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଆଳସ୍ୟ-ପ୍ରିୟ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟପ୍ରିୟ ନୁହେଁ, ମାତ୍ର ଅସାର ଗଳ୍ପ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି। Gade chapit laଓଡିଆ ବାଇବେଲ13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନାବଶ୍ୟକ କଥାବାର୍ତ୍ତା କରନ୍ତି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି। Gade chapit laପବିତ୍ର ବାଇବଲ13 ସେହି ଯୁବତୀ ବିଧବାମାନେ ଘରକୁ ଘର ଅଯଥାରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସେମାନେ ବଚସା କରିବା ଓ ଅନ୍ୟଲୋକଙ୍କ ଜୀବନ ବିଷୟରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ୍ କଥାଗୁଡ଼ିକ କୁହନ୍ତି। Gade chapit la |
ମୁଁ ସେଠାକୁ ଆସିଲେ, ସେ ଯାହା କରୁଛନ୍ତି, ସବୁ ପ୍ରଶାଶ କରିଦେବି- ଆମ ସମ୍ପର୍କରେ ସେ କେଡ଼େ ଜଘନ୍ୟ କୁତ୍ସା ରଟନା କରୁଛନ୍ତି ଓ କେତେ ମିଧ୍ୟା କହୁଛନ୍ତି, ସେ ସବୁ ପଦାରେ ପଡ଼ିଯିବ। ସେତିକି କେବଳ ନୁହେଁ, ସେ ଖ୍ରୀଷ୍ଟବିଶ୍ୱାସୀ ଭାଇମାନଙ୍କର ଆତିଥ୍ୟ କରୁ ନାହାଁନ୍ତି କିମ୍ବା ତାହା କରିବାକୁ ଅନ୍ୟ କାହାକୁ ଛାଡ଼ି ଦେଉ ନାହିଁନ୍ତି ଏବଂ ଯେଉଁମାନେ ତାହା କରିବାକୁ ଯାଉଛନ୍ତି, ସେମାନଙ୍କୁ ମଣ୍ଡଳୀରୁ ବହିଷ୍କାର କରିବାକୁ ଚେଷ୍ଟା କରୁଛନ୍ତି।