୧ ତୀମଥି 5:15 - ପବିତ୍ର ବାଇବଲ (CL) NT (BSI)15 ଇତିମଧ୍ୟରେ କେତେକ ଅଳ୍ପବୟସ୍କା ବିଧବା ଶୟତାନର ଚକ୍ରାନ୍ତରେ ପଡ଼ି ପଥଭ୍ରଷ୍ଟ ହୋଇଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)15 କାରଣ ଏବେ ମଧ୍ୟ କେହି କେହି ଶୟତାନର ପଶ୍ଚାଦ୍ବର୍ତ୍ତୀ ହୋଇ ବିପଥଗାମୀ ହୋଇଅଛନ୍ତି। Gade chapit laଓଡିଆ ବାଇବେଲ15 କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କ ଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି। Gade chapit laପବିତ୍ର ବାଇବଲ15 ଏଥିପୂର୍ବରୁ କେତେ ଜଣ ଯୁବତୀ ବିଧବା ଶୟତାନର ପଥରେ ଯାଇଛନ୍ତି। Gade chapit la |