Biblia Todo Logo
Bib sou entènèt

- Piblisite -




୧ ତୀମଥି 5:24 - ପବିତ୍ର ବାଇବଲ (CL) NT (BSI)

24 କେତେକଙ୍କ ଦୁଷ୍କର୍ମ ସର୍ବସାଧାରଣରେ ପ୍ରକାଶ ପାଇଥାଏ, ସେମାନେ ସେଥିପାଇଁ ଅତି ଶୀଘ୍ର ବିଚାରାଳୟର ସମ୍ମୁଖୀନ ହେବାକୁ ପଡ଼େ। ଆଉ କେତେକ ଅପରାଧୀ ବହୁ ବିଳମ୍ବରେ ଧରା ପଡ଼ନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ।

Gade chapit la Kopi

ଓଡିଆ ବାଇବେଲ

24 କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ।

Gade chapit la Kopi

ପବିତ୍ର ବାଇବଲ

24 କେତେ ଜଣଙ୍କ ପାପ ସବୁ ସ୍ପଷ୍ଟ ହୋଇ ଦେଖାଯାଏ କାରଣ ସେମାନଙ୍କର ବିଗ୍ଭର ହେବ ବୋଲି ସେମାନଙ୍କର ପାପଗୁଡ଼ିକ ଆଗତୁରା ଦେଖାଯାଏ। କିନ୍ତୁ ଅନ୍ୟ କେତେ ଜଣଙ୍କ ପାପ ପରେ ଜଣାପଡ଼େ।

Gade chapit la Kopi




୧ ତୀମଥି 5:24
9 Referans Kwoze  

ଦୀମା ସାଂସାରିକ ମୋହମାୟାରେ ପଡ଼ି ମୋତେ ପରିତ୍ୟାଗ କରିଛି। ସେ ବର୍ତ୍ତମାନ ଥେସଲନିକାରେ। କ୍ରେସ୍କେନ୍ସ ଗାଲାତିଆକୁ ଓ ତୀତସ ଡଲମାତିଆକୁ ଚାଲିଯାଇଛନ୍ତି।


ଶିମୋନ ଦେଖିଲା ଯେ, ପ୍ରେରିତ ଶିଷ୍ୟମାନେ ବିଶ୍ୱାସୀମାନଙ୍କ ଉପରେ ହାତ ରଖିବାରୁ ସେମାନେ ପବିତ୍ରଆତ୍ମା ପାଇଲେ।


କିନ୍ତୁ ଯଦି ମୋର ଅସତ୍ୟତା ଦ୍ୱାରା ଈଶ୍ୱରଙ୍କ ସତ୍ୟପରାୟଣତା ଅଧିକ ସ୍ପଷ୍ଟ ରୂପେ ପ୍ରକାଶିତ ହୁଏ ଓ ସେ ଗୌରବାନ୍ୱିତ ହୁଅନ୍ତି, ମୁଁ ପାପୀ ବୋଲି କାହିଁକି ଦଣ୍ଡନୀୟ ହେବି?


ଅନନ୍ତର ମୁଁ ଶୁଣିଲି, ସ୍ୱର୍ଗରୁ ଏକ ବାଣୀ ଉଚ୍ଚାରିତ ହେଉଛି: “ଏହି କଥା ଲେଖ: ଯେଉଁମାନେ ଏଣିକି ପ୍ରଭୁଙ୍କ ସେବା କରି ମୃତ୍ୟୁବରଣ କରିବେ, ସେମାନେ ଧନ୍ୟ।” ପୁଣି ମୁଁ ଶୁଣିଲି, ପରମାତ୍ମା କହୁଛନ୍ତି, “ଏହା ନିଶ୍ଚୟ ଘଟିବ। କଠିନ ପରିଶ୍ରମ ସହ ସେବାର ଫଳ ସ୍ୱରୂପ, ସେମାନେ ବିଶ୍ରାମ ଉପଭୋଗ କରିବେ।”


Swiv nou:

Piblisite


Piblisite