୧ ତୀମଥି 5:4 - ପବିତ୍ର ବାଇବଲ (CL) NT (BSI)4 ଯଦି କୌଣସି ବିଧବାର ପୁତ୍ର ପୌତ୍ରାଦି ଅଛନ୍ତି, ସେମାନେ ପ୍ରଥମେ ନିଜ ପରିବାରରେ ପିତାମାତା, ପିତାମହ ବା ମାତାମହୀଙ୍କ ପ୍ରତି ଧର୍ମତଃ ନିଜର କର୍ତ୍ତବ୍ୟ ପାଳନ କରି ଈଶ୍ୱରଙ୍କ ସନ୍ତୋଷଭାଜନ ହୁଅନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ଯେବେ କୌଣସି ବିଧବାର ପୁତ୍ରକନ୍ୟା ବା ପୌତ୍ରପୌତ୍ରୀ ଥାଆନ୍ତି, ତେବେ ସେମାନେ ପ୍ରଥମରେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ପ୍ରତ୍ୟୁପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ଵରଙ୍କ ଦୃଷ୍ଟିରେ ସୁଗ୍ରାହ୍ୟ ଅଟେ। Gade chapit laଓଡିଆ ବାଇବେଲ4 କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ୱରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ। Gade chapit laପବିତ୍ର ବାଇବଲ4 କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସେମାନେ ପ୍ରଥମରେ ନିଜ ପରିବାର ପ୍ରତି ସମ୍ମାନଭାବ ଦେଖାଇବା ଉଚିତ୍। ସେମାନେ ତାଙ୍କର ପିତାମାତାଙ୍କୁ ସାହାଯ୍ୟ କରିବା ଉଚିତ୍। ଏପରି କରିବା ଦ୍ୱାରା ସେମାନେ ନିଜର ପିତାମାତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥା’ନ୍ତି। ତାହା ପରମେଶ୍ୱରଙ୍କୁ ପ୍ରସନ୍ନ କରେ। Gade chapit la |