୧ ତୀମଥି 5:8 - ପବିତ୍ର ବାଇବଲ (CL) NT (BSI)8 ଯେଉଁ ବ୍ୟକ୍ତି ତା’ର ଆତ୍ମୀୟ ସ୍ୱଜନ ତଥା ନିଜ କୁଟୁମ୍ବର ଯତ୍ନ ନିଏ ନାହିଁ, ସେ ଆମ ଧର୍ମବିଶ୍ୱାସକୁ ପ୍ରତ୍ୟାଖ୍ୟାନ କରୁଛି - ଅବିଶ୍ୱାସୀମାନଙ୍କଠାରୁ ସେ ଅଧିକ ନିନ୍ଦନୀୟ। Gade chapit laପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ତତ୍ତ୍ଵ ନ ନିଏ, ସେ ବିଶ୍ଵାସମତ ଅସ୍ଵୀକାର କରିଅଛି, ଆଉ ସେ ଅବିଶ୍ଵାସୀଠାରୁ ଅଧମ ଅଟେ,। Gade chapit laଓଡିଆ ବାଇବେଲ8 କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ। Gade chapit laପବିତ୍ର ବାଇବଲ8 ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନେବା ଜଣେ ଲୋକର କର୍ତ୍ତବ୍ୟ ଅଟେ। ଏପରିକି ଆଉ ମଧ୍ୟ ସେ ନିଜ ପରିବାରର ଯତ୍ନ ନେବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଯଦି ଜଣେ ଲୋକ ସେହିପରି କରୁ ନାହିଁ, ତା'ହେଲେ ସେ ଲୋକ ସତ୍ୟ ବିଶ୍ୱାସକୁ ଅନୁସରଣ କରୁ ନାହିଁ। ସେହି ଲୋକ ଜଣେ ଅବିଶ୍ୱାସୀଠାରୁ ମଧ୍ୟ ଖରାପ। Gade chapit la |
କେତେକ ଅଧାର୍ମିକ ଲୋକ ଅଲକ୍ଷିତ ଭାବରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରିଛନ୍ତି। ସେମାନେ ନିଜର ଅନୈତିକ କାର୍ଯ୍ୟକଳାପକୁ ସମର୍ଥନ କରିବା ପାଇଁ ଈଶ୍ୱରଙ୍କ “ଅନୁଗ୍ରହ” ବିଷୟକ ବାର୍ତ୍ତା ବିକୃତ ଅର୍ଥ କରୁଛନ୍ତି। ଆମର ଏକମାତ୍ର ଗୁରୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସେମାନେ ଅସ୍ୱୀକାର କରୁଛନ୍ତି। ସେମାନଙ୍କ ପ୍ରତି ନିରୂପିତ ହୋଇଥିବା ଦଣ୍ଡ ବିଧାନ ସମ୍ପର୍କରେ ବହୁ ପୂର୍ବରୁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି।