Biblia Todo Logo
Bib sou entènèt

- Piblisite -




୧ ତୀମଥି 5:9 - ପବିତ୍ର ବାଇବଲ (CL) NT (BSI)

9 ନିମ୍ନଲିଖିତ ଯୋଗ୍ୟତା ଥିବା ବିଧବାମାନଙ୍କୁ ଏକ ତାଲିକାଭୁକ୍ତ କର - ଯେଉଁମାନଙ୍କ ବୟସ ଷାଠିଏ ବର୍ଷରୁ ଉଦ୍ଧ୍ୱର୍, ଯେଉଁମାନେ ଥରେ ମାତ୍ର ବିବାହ କରିଥିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ ଊଣା ନୁହେଁ,

Gade chapit la Kopi

ଓଡିଆ ବାଇବେଲ

9 ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ,

Gade chapit la Kopi

ପବିତ୍ର ବାଇବଲ

9 ବିଧବା ତାଲିକା (ସେବାକାର୍ଯ୍ୟରେ) ଆହୁରି ମଧ୍ୟ ଯୋଗ କରାଯାଇପାରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତା'ଠାରୁ ଅଧିକ ବୟସର ହୋଇଥିବେ। ସେ କେବଳ ସ୍ୱାମୀର ବିଶ୍ୱସ୍ତ ହୋଇଥିବେ।

Gade chapit la Kopi




୧ ତୀମଥି 5:9
10 Referans Kwoze  

କିନ୍ତୁ ମଣ୍ଡଳୀର ବିଷପ ନିର୍ଦ୍ଦୋଷ ଚରିତ୍ର, ଏକପତ୍ନୀକ, ମିତାଚାରୀ, ସଂଯମୀ ଓ ଗାମ୍ଭୀର୍ଯ୍ୟଯୁକ୍ତ ହେବା ଆବଶ୍ୟକ। ସେ ଅତିଥିପରାୟଣ ହୋଇଥିବେ ଓ ଶିକ୍ଷାଦାନ କରିବାରେ ତାଙ୍କର ଦକ୍ଷତା ଥିବ।


ଅଳ୍ପବୟସ୍କା ବିଧବାମାନଙ୍କୁ ଏହି ତାଲିକାରେ ରଖ ନାହିଁ। ସେମାନେ ପୁନର୍ବିବାହର ଲାଳସା ପୋଷଣ କରିବା ଦ୍ୱାରା ପ୍ରଭୁ ଯୀଶୁଙ୍କଠାରେ ରଖିଥିବା ପ୍ରତିଜ୍ଞା ଭଙ୍ଗ କରି ତାଙ୍କଠାରୁ ଦୂରେଇ ଯିବାର ଆଶଙ୍କା ରହିଛି।


ସୁତରାଂ ମୋର ମତ ହେଉଛି, ଅଳ୍ପବୟସ୍କା ବିଧବାମାନେ ପୁନର୍ବିବାହ କରି ପୁତ୍ର କନ୍ୟାର ଜନନୀ ହୋଇ ଗୋଟିଏ ଗୋଟିଏ ସୁନ୍ଦର ନୂଆ ସଂସାର ଗଢ଼ନ୍ତୁ। ତାହାହେଲେ, ଆମ ବିପକ୍ଷରେ ଥିବା ଲୋକମାନେ ଏମାନଙ୍କୁ ନେଇ ସମ୍ପ୍ରଦାୟର କୁତ୍ସାରଟନା କରିବାକୁ ଅବକାଶ ପାଇବେ ନାହିଁ।


ଆଉ ଥରେ କହି ରଖୁଛି, ଖ୍ରୀଷ୍ଟବିଶ୍ୱାସୀ ଭଉଣୀମାନେ, ନିଜ ପରିବାରରେ ଥିବା ବିଧବାମାନଙ୍କ ଭରଣପୋଷଣ ଭାର ନିଜେ ବହନ କରନ୍ତୁ। ଯେପରି ମଣ୍ଡଳୀ ଏମାନଙ୍କ ଲାଗି ଅଯଥା ଭାରଗ୍ରସ୍ତ ନ ହୋଇ, ନିରାଶ୍ରୟ ବିଧବାମାନଙ୍କର ଯତ୍ନ ନେବାକୁ ସମର୍ଥ ହେବ।


Swiv nou:

Piblisite


Piblisite