୧ ତୀମଥି 6:14 - ପବିତ୍ର ବାଇବଲ (CL) NT (BSI)14 ପ୍ରଭୁ ଯୀଶୁଙ୍କ ପୁନରାଗମନ ପର୍ଯ୍ୟନ୍ତ ତୁମକୁ ଦିଆଯାଇଥିବା ଆଜ୍ଞାଗୁଡ଼ିକୁ ବିଶ୍ୱସ୍ତଭାବେ ପାଳନ କର। Gade chapit laପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ। Gade chapit laଓଡିଆ ବାଇବେଲ14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି କଳଙ୍କ ଶୂନ୍ୟ ଓ ଅନିନ୍ଦନୀୟ ହୋଇ ରୁହ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ। Gade chapit laପବିତ୍ର ବାଇବଲ14 ଏବେ ମୁଁ ତୁମ୍ଭକୁ କହୁଛି: ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ଯ୍ୟନ୍ତ ସେହି କାମଗୁଡ଼ିକ ନିର୍ଭୁଲ ଭାବରେ ଓ ଅନିନ୍ଦନୀୟ ଭାବରେ କର। Gade chapit la |
ତୁମ୍ଭମାନଙ୍କ ବିଶ୍ୱାସର ବିଶୁଦ୍ଧତା ପରିକ୍ଷା କରିବା କରିବା ଏହି ସବୁର ଉଦ୍ଦେଶ୍ୟ। କ୍ଷୟଶୀଳ ସୁବର୍ଣ୍ଣକୁ ଅଗ୍ନିରେ ପରୀକ୍ଷା କରାଯାଏ। ତୁମ୍ଭମାନଙ୍କର ବିଶ୍ୱାସ ସୁବର୍ଣ୍ଣ ଅପେକ୍ଷା ଅଧିକ ମୂଲ୍ୟବାନ ହୋଇଥିବାରୁ ପରୀକ୍ଷା ଦ୍ୱାରା ତାହାକୁ ସିଦ୍ଧ କରିବା ନିତାନ୍ତ ଆବଶ୍ୟକ। ତା’ ହୋଇପାରିଲେ, ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ, ତୁମ୍ଭେମାନେ ପ୍ରଶଂସା, ଗୌରବ ଓ ସମ୍ମାନ ଲାଭକରିବ।