Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:2 - ପବିତ୍ର ବାଇବଲ (CL) NT (BSI)

2 ଆମ ପିତା ଈଶ୍ୱର ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଠ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ଓଡିଆ ବାଇବେଲ

2 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ପବିତ୍ର ବାଇବଲ

2 ଆମ୍ଭର ପିତା ପରମେଶ୍ୱର ଓ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ମିଳୁ।

Gade chapit la Kopi




୨ କରିନ୍ଥୀୟ 1:2
13 Referans Kwoze  

ସୁତରାଂ ରୋମର ଯେଉଁମାନଙ୍କୁ ଈଶ୍ୱର ପ୍ରେମ କରନ୍ତି ଓ ତାଙ୍କ ନିଜ ଲୋକ ହେବା ପାଇଁ ଆହ୍ୱାନ କରିଛନ୍ତି, ସେ ସମସ୍ତଙ୍କୁ ମୁଁ ଏ ପତ୍ର ଲେଖୁଛି। ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ଆମ୍ଭମାନଙ୍କର ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନଙ୍କୁ ଶାନ୍ତି, ପ୍ରେମ ଓ ବିଶ୍ୱାସ ପ୍ରଦାନ କରନ୍ତୁ।


ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


କଲସୀରେ ଥିବା ସାଧୁମାନଙ୍କୁ ଓ ଖ୍ରୀଷ୍ଟବିଶ୍ୱାସୀ ଭ୍ରାତାମାନଙ୍କ ନିକଟକୁ ଏହି ପତ୍ର ଲେଖୁଛନ୍ତି। ଆମ୍ଭମାନଙ୍କର ପିତା ଈଶ୍ୱର, ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ପାଉଲ, ସିଲ୍ୱାନ ଓ ତୀମଥିଙ୍କ ନିକଟରୁ ଥେସଲନିକାରେ ଥିବା ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଶ୍ୱାସୀ ମଣ୍ଡଳୀକୁ ଏହି ପତ୍ର। ପିତା ଈଶ୍ୱର ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରଦତ୍ତ ହେଉ।


ଯେଉଁମାନେ ନିଜ ଜୀବନରେ ଏହି ନୀତି ଅନୁସରଣ କରନ୍ତି, ସେମାନେ ସମସ୍ତେ ଓ ଈଶ୍ୱରଙ୍କ ଲୋକମାନେ ସମସ୍ତେ ଜୀବନରେ ଶାନ୍ତି ଓ ଅନୁଗ୍ରହ ଅନୁଭବ କରନ୍ତୁ।


ସେ ସମସ୍ତଙ୍କୁ ଆମ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ଆସନ୍ତୁ, ଆମ୍ଭମାନେଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା, କରୁଣାସାଗର ଓ ସମସ୍ତ ସାହାଯ୍ୟରେ ଉତ୍ସ, ଈଶ୍ୱରଙ୍କୁ କୃତଜ୍ଞତା ଜଣାଇବା।


Swiv nou:

Piblisite


Piblisite