୨ କରିନ୍ଥୀୟ 1:21 - ପବିତ୍ର ବାଇବଲ (CL) NT (BSI)21 ସ୍ୱୟଂ ଈଶ୍ୱର ଯୀଶୁ ଖ୍ରୀଷ୍ଟଠାରେ ତୁମ୍ଭମାନଙ୍କର ଓ ଆମ ଜୀବନକୁ ଏକୀଭୂତ କରି ସୁରକ୍ଷା କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ଵର; Gade chapit laଓଡିଆ ବାଇବେଲ21 ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ୱର; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର; Gade chapit laପବିତ୍ର ବାଇବଲ21 କେବଳ ପରମେଶ୍ୱର ତୁମ୍ଭମାନଙ୍କୁ ଓ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କଠାରେ ଦୃଢ଼ କରି ରଖନ୍ତି। ପରମେଶ୍ୱର ତାହାଙ୍କର ବିଶେଷ ଆଶୀର୍ବାଦ ଆମକୁ ପ୍ରଦାନ କରନ୍ତି। Gade chapit la |