Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 10:16 - ପବିତ୍ର ବାଇବଲ (CL) NT (BSI)

16 ତା’ହେଲେ, ଅନ୍ୟର କାର୍ଯ୍ୟ କ୍ଷେତ୍ରରେ ହୋଇଥିବା କାର୍ଯ୍ୟ ପାଇଁ ଦର୍ପ ନ କରି ତୁମମାନଙ୍କ ସୀମା ବାହାରେ ଅନ୍ୟ ଦେଶରେ ମଧ୍ୟ ଆମେ ସୁସମାଚାର ପ୍ରଚାର କରି ପାରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାର କୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳମାନଙ୍କରେ ଯେପରି ସୁସମାଚାର ପ୍ରଚାର କରି ପାରିବା, ଏହା ଭରସା କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାରକୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳମାନଙ୍କରେ ଯେପରି ସୁସମାଚାର ପ୍ରଚାର କରି ପାରିବା,ଏହା ଭରସା କରୁଅଛୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାର କୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳଗୁଡ଼ିକରେ ଯେପରି ସୁସମାଚାର ପ୍ରଚାର କରିପାରିବା, ଏହା ଭରସା କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ

16 ଆମ୍ଭେ ଇଚ୍ଛା କରୁ ଯେପରି ତୁମ୍ଭମାନଙ୍କ ସହରର ସୀମା ବାହାର ସ୍ଥାନମାନଙ୍କରେ ମଧ୍ୟ ଆମ୍ଭେ ସୁସମାଗ୍ଭର ପ୍ରଗ୍ଭର କରି ପାରିବୁ। ଅନ୍ୟ କୌଣସି ସ୍ଥାନରେ ଆଉ କାହା ଦ୍ୱାରା ଯେଉଁ କାମ ହୋଇ ସାରିଛି, ସେହି କାମରେ ଆମ୍ଭେ ଗର୍ବ କରୁ ନାହୁଁ।

Gade chapit la Kopi




୨ କରିନ୍ଥୀୟ 10:16
4 Referans Kwoze  

ଏହିସବୁ ଘଟଣା ପରେ ପାଉଲ ମାସିଦୋନିଆ ଓ ଆଖାୟା ମଧ୍ୟଦେଇ ଯିରୂଶାଲମକୁ ଯିବାକୁ ସ୍ଥିର କଲେ। ସେ କହିଲେ, “ସେଠାକୁ ଯିବା ପରେ ମୁଁ ନିଶ୍ଚୟ ରୋମ୍କୁ ମଧ୍ୟ ଯିବି।”


ଯେଉଁ ସ୍ଥାନମାନଙ୍କରେ ଲୋକେ ଖ୍ରୀଷ୍ଟଙ୍କ ବିଷୟରେ ଶୁଣି ନାହାନ୍ତି, ସେଠାରେ ତାଙ୍କ ବାର୍ତ୍ତା ପ୍ରଚାର କରିବା ମୋର ଲକ୍ଷ୍ୟ, କାରଣ ଅନ୍ୟମାନେ ପକାଇଥିବା ମୂଳଦୁଆ ଉପରେ ଗୃହ ନିର୍ମାଣ ମୁଁ ଚାହେଁ ନାହିଁ।


ଈଶ୍ୱରଙ୍କ ସୁସମାଚାର ପ୍ରଚାର କଲାବେଳେ ମୁଁ ତୁମ୍ଭମାନଙ୍କଠାରୁ ଏହାର ମୂଲ୍ୟ ଦାବୀ କରି ନାହିଁ। ତୁମ୍ଭମାନଙ୍କର ଉନ୍ନତି ପାଇଁ ମୁଁ ନିଜକୁ ଅବନତ କରିଛି। ଏହା କ’ଣ ମୋର ଭୁଲ?


Swiv nou:

Piblisite


Piblisite