Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 10:2 - ପବିତ୍ର ବାଇବଲ (CL) NT (BSI)

2 ତୁମ୍ଭମାନଙ୍କ ସହ ସାକ୍ଷାତ ହେଲାବେଳେ ମୋତେ ଯେପରି ରୁକ୍ଷ ବ୍ୟବହାର କରିବାକୁ କରିବାକୁ ନ ପଡ଼େ। କାରଣ ଯେଉଁମାନେ ମନେ କରନ୍ତି ଯେ, ଆମେ ଜାଗତିକ ରୀତିନୀତି ଅନୁସାରେ ଚାଲୁ, ସେମାନଙ୍କ ବିରୁଦ୍ଧରେ ଦୃଢ଼ ପଦକ୍ଷେପ ନେବାର ଯଥେଷ୍ଟ ସାହାସ ମୋର ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହିପ୍ରକାର ସାହସ ଦେଖାଇବାକୁ ନ ହୁଏ;

Gade chapit la Kopi

ଓଡିଆ ବାଇବେଲ

2 ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ;

Gade chapit la Kopi

ପବିତ୍ର ବାଇବଲ

2 ମୁଁ ତୁମ୍ଭମାନଙ୍କୁ ଅନୁନୟ କରେ ଯେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ସହିତ ଅଛି, ସେତେବେଳେ ସେଭଳି ସାହସିକତା ଦେଖାଇବାକୁ ମୋ’ ଉପରେ ଗ୍ଭପ ପକାଇବ ନାହିଁ। ଯେଉଁମାନେ ଭାବନ୍ତି ଯେ ଆମ୍ଭେ ଜାଗତିକ ଜୀବନଯାପନ କରୁଛୁ ମୁଁ ସେମାନଙ୍କ ପ୍ରତି ସାହସୀ ହେବି।

Gade chapit la Kopi




୨ କରିନ୍ଥୀୟ 10:2
12 Referans Kwoze  

ସେଥିପାଇଁ ଦୂରରେ ରହି ମୁଁ ତୁମ୍ଭମାନଙ୍କ ନିକଟକୁ ଏ ଚିଠି ଲେଖୁଛି, ଫଳରେ ତୁମ୍ଭମାନଙ୍କ ନିକଟରେ ଉସ୍ଥିତ ହେବା ସମୟରେ ଯେପରି କଠୋର ଭାବରେ ମୋତେ କ୍ଷମତା ପ୍ରୟୋଗ କରିବାକୁ ପଡ଼ିବ ନାହିଁ। କାରଣ ତୁମ୍ଭମାନଙ୍କୁ ଭାଙ୍ଗିବାକୁ ନୁହେଁ, ମାତ୍ର ଗଢ଼ିବାକୁ ପ୍ରଭୁ ମୋତେ କ୍ଷମତା ଦେଇଛନ୍ତି।


ଅତୀତରେ ପାପ କରିଥିବା ଲୋକମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ମୁଁ ଦ୍ୱତୀୟ ଥର ସେଠାକୁ ଯାଇ କହିଥିଲି ଏବଂ ଏବେ ଦୂରରେ ଥାଇ ମଧ୍ୟ କହୁଛି ଯେ, ମୁଁ ଏଥର ଗଲେ, କେହି ଦଣ୍ଡରୁ ଛାଡ଼ ପାଇବେ ନାହିଁ।


ଯେଉଁମାନେ ମାନବ ପ୍ରକୃତି ଅନୁଯାୟୀ କାର୍ଯ୍ୟ କରୁଥାଆନ୍ତି, ସେମାନଙ୍କ ମନ ସେହି ପ୍ରକୃତିର ବଶୀଭୂତ ହୋଇଥାଏ। କିନ୍ତୁ ଯେଉଁମାନେ ପବିତ୍ରଆତ୍ମାଙ୍କ ପ୍ରେରଣା ଅନୁଯାୟୀ କାର୍ଯ୍ୟ କରନ୍ତି, ସେମାନଙ୍କ ମନ ପବିତ୍ରଆତ୍ମାଙ୍କ ଦ୍ୱାରା ନିୟନ୍ତ୍ରିତ ହୁଏ।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରନ୍ତି, ସେମାନେ ଆଉ ଦୋଷୀ ବିବେଚିତ ହେବେ ନାହିଁ।


ତେଣୁ ବର୍ତ୍ତମାନ ଆମେ ମାନବ ପ୍ରକୃତିର ବଶବର୍ତ୍ତୀ ନ ହୋଇ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ଏବଂ ଏହା ଦ୍ୱାରା ଆମ୍ଭେମାନେ ବ୍ୟବସ୍ଥାର ଯଥାର୍ଥ ଦାବୀ ପୂରଣ କରିଛୁ।


ମୁଁକଣ ଅନିଶ୍ଚିତ ଭାବରେ ଏହି କାର୍ଯ୍ୟସୂଚୀ ପ୍ରସ୍ଥତ କରିଥିଲି? ଯେଉଁମାନେ ଏକ ସଙ୍ଗରେ “ହଁ, ହଁ” ଓ “ନା, ନା” କରନ୍ତି, ସେମାନଙ୍କ ପରି କଅଣ ମୁଁ ନିଜର ସ୍ୱାର୍ଥସିଦ୍ଧି ପାଇଁ ମୋର କାର୍ଯ୍ୟକ୍ରମ କରିଥ।।ଏ?


ମୁଁ ଲଜ୍ଜାର ସହ ସ୍ୱୀକାର କରୁଛି ଯେ, ଏସବୁ ବିଷୟରେ ମୁଁ ଅତି ଦୁର୍ବଳ। କିନ୍ତୁ ଅନ୍ୟ କୌଣସି ବିଷୟରେ କେହି ଯଦି ଦର୍ପ କରିବାକୁ ସାହସ କରେ, ତେବେ ନିର୍ବୋଧ ପରି ମୁଁ କହୁଛି-ମୋର ସେପରି ସାହସ ଅଛି।


Swiv nou:

Piblisite


Piblisite