Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:11 - ପବିତ୍ର ବାଇବଲ (CL) NT (BSI)

11 ମୁଁ କାହିଁକି ଏପରି କହୁଛି? ମୁଁ କ’ଣ ତୁମ୍ଭମାନଙ୍କୁ ପ୍ରେମ କରେ ନାହିଁ? ଈଶ୍ୱର ଜାଣନ୍ତି, ତୁମ୍ଭମାନଙ୍କୁ ମୁଁ କେତେ ପ୍ରେମ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ଵର ଜାଣନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ ? ଈଶ୍ୱର ଜାଣନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି।

Gade chapit la Kopi

ପବିତ୍ର ବାଇବଲ

11 ମୁଁ କାହିଁକି ତୁମ୍ଭମାନଙ୍କ ପାଇଁ ବୋଝ ହେଉ ନାହିଁ? ଏହା କ’ଣ ଏଥିପାଇଁ ଯେ ମୁଁ ତୁମ୍ଭମାନଙ୍କୁ ଭଲ ପାଏ ନାହିଁ? ନା, ପରମେଶ୍ୱର ଜାଣନ୍ତି ଯେ, ମୁଁ ତୁମ୍ଭମାନଙ୍କୁ ଭଲ ପାଏ।

Gade chapit la Kopi




୨ କରିନ୍ଥୀୟ 11:11
15 Referans Kwoze  

ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୋର ସର୍ବସ୍ୱ, ଏପରି କି ନିଜକୁ ଆନନ୍ସରେ ଉତ୍ସର୍ଗ କରିଦେବା ନିମନ୍ତେ ମୁଁ ପ୍ରସ୍ତୁତ। ମୁଁ ତୁମ୍ଭମାନଙ୍କୁ ଏତେ ଅଧିକ ପ୍ରେମ କରୁଛି ବୋଲି ତୁମ୍ଭେମାନେ ଏତେ ଅଧିକ ପେମ କରୁଛି ବୋଲି ତୁମ୍ଭେମାନେ କ’ଣ ମୋତେ ଏତେ ଅଳ୍ପ ପ୍ରେମ କରିବ?


ତୁମ୍ଭମାନଙ୍କୁ ଦୋଷ ଦେବା ପାଇଁ ମୁଁ ଏ କଥା କହୁ ନାହିଁ। ମୁଁ ଆଗରୁ କହିଛି, ତୁମ୍ଭମାନେ ଆମର ଏତେ ପ୍ରୟି ଯେ, ଆମେ ବଞ୍ଚିବା ଓ ମଲେ ଏକାଠି ମରିବା।


ତାହାର ଅନୁଗାମୀମାନଙ୍କୁ ମଧ୍ୟ ହତ୍ୟା କରିବି। ତା’ହେଲେ, ମଣ୍ଡଳୀମାନେ ସମସ୍ତେ ଜାଣିପାରିବେ ଯେ; ମୁଁ ଅନ୍ତର୍ଯ୍ୟାମୀ, ମନୁଷ୍ୟର ସକଳ ଚିନ୍ତା ଓ କାମନା ମୁଁ ଜାଣିପାରେ। ତୁମେ ପ୍ରତ୍ୟେକେ ଯାହା କରିଅଛ, ସେହି ଅନୁସାରେ ମୁଁ ତୁମ୍ଭମାନଙ୍କୁ ପ୍ରତିଫଳ ଦେବି।


ଈଶ୍ୱରଙ୍କଠାରୁ କୌଣସି ବିଷୟ ଗୁପ୍ତ ନୁହେୁଁ; ସମୁଦାୟ ସୃଷ୍ଟିରେ ସମୟ ବଷୟ ତାହାଙ୍କ ସର୍ବଦର୍ଶୀ ଚକ୍ଷୁ ସମ୍ମୁଖରେ ଅନାଚ୍ଛାଦିତ ଓ ଉନ୍ମୁକ୍ତ। ସେହି ଈଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ ହିସାବ ଦେବାକୁ ପଡ଼ିବ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱରଙ୍କ ନାମ ଚିରକାଳ ଧନ୍ୟ ହେଉ। ସେ ଜାଣନ୍ତି ଯେ, ମୁଁ ମିଥ୍ୟା କହୁ ନାହିଁ।


ପୁଣି ସମସ୍ତଙ୍କ ମନର ଚିନ୍ତା ଜାଣିପାରୁଥିବା ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ରଆତ୍ମା ଦାନ କରିଛନ୍ତି, ଅଣଇହୁଦୀମାନଙ୍କୁ ମଧ୍ୟ ଠିକ୍ ସେହିପରି ଦାନ ଦେଇ ସେମାନଙ୍କୁ ଗ୍ରହଣ କରିଛନ୍ତି।


ଯୀଶୁ ଶିମୋନଙ୍କୁ ତୃତୀୟ ଥର ପଚାରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମେ ମୋତେ ସ୍ନେହ କରୁଛ?” ଏଥିରେ ପିତର ଦୁଃଖିତ ହେଲେ। କାରଣ ଯୀଶୁ ତାଙ୍କୁ ତୃତୀୟ ଥର ପଚାରିଲେ, “ତୁମେ ମୋତେ ସ୍ନେହ କରୁଛ?” ସେ କହିଲେ, “ପ୍ରଭୁ, ଆପଣ ସବୁ ଜାଣନ୍ତି- ମୁଁ ଯେ ଆପଣଙ୍କୁ ସ୍ନେହ କରେ, ଆପଣ ତାହା ଜାଣନ୍ତି।” ଯୀଶୁ ତାଙ୍କୁ କହିଲେ, “ମୋର ମେଷମାନଙ୍କର ଯତ୍ନ ନିଅ।


ମୋ’ ଅନ୍ତରରେ ଥିବା ଖ୍ରୀଷ୍ଟଙ୍କ ସତ୍ୟର ଦୁହାଇ ଦେଇ ମୁଁ ପ୍ରତିଜ୍ଞା କରି କହୁଛି ଯେ, ଆଖାୟା ଦେଶର କୌଣସି ଅଞ୍ଚଳରେ ମୋର ଏହି ଦର୍ପକୁ କେହି ଖଣ୍ଡନ କରି ପାରିବେ ନାହିଁ।


ସର୍ବାନ୍ତଃକରଣରେ ମୁଁ ଯେଉଁ ଈଶ୍ୱରଙ୍କର ସେବା କରୁଛି ଓ ଯେଉଁ ଈଶ୍ୱରଙ୍କ ପୁତ୍ରଙ୍କ ସମ୍ପର୍କରେ ଶୁଭ ବାର୍ତ୍ତା ପ୍ରଚାର କରୁଛି, ସେହି ଈଶ୍ୱର ମୋର ସାକ୍ଷୀ। ମୁଁ ଯାହା କହୁଛି; ତାହା ସତ୍ୟ,


ଅନେକେ ନିଜେ ଲାଭବାନ ହେବା ପାଇଁ ଈଶ୍ୱରଙ୍କ ବାକ୍ୟ ବ୍ୟବହାର କରିଥାନ୍ତୁ। ଆମେ କିନ୍ତୁ ସେପରି ନୋହୁଁ। ଆମକୁ ଈଶ୍ୱର ପ୍ରେରଣ କରି ଥିବାରୁ ଆମେ ବିଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ଦାସ ରୂପେ ପ୍ରଚାର କରୁ।


Swiv nou:

Piblisite


Piblisite