୨ କରିନ୍ଥୀୟ 11:12 - ପବିତ୍ର ବାଇବଲ (CL) NT (BSI)12 କିନ୍ତୁ ବର୍ତ୍ତମାନ ମୁଁ ଯାହା କରୁଛି, ତାହା କରି ଚାଲିଥିବି। ତାହାହେଲେ, ଆମ ପରି କାର୍ଯ୍ୟ କରୁଛନ୍ତି ବୋଲି ଯେଉଁମାନେ ଦର୍ପ କରନ୍ତି, ସେମାନେ ଆଉ ତାହା କରି ପାରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ଵେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି। Gade chapit laଓଡିଆ ବାଇବେଲ12 କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥି ନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି। Gade chapit laପବିତ୍ର ବାଇବଲ12 ମୁଁ ଯାହା କରୁଛି, ତାହା କରି ଗ୍ଭଲି ଥିବି। ସେହି ଲୋକମାନଙ୍କର ଗର୍ବ କରିବା ପାଇଁ ଯେପରି କୌଣସି କାରଣ ରହିବ ନାହିଁ, ସେଥିପାଇଁ ମୁଁ ଏପରି କରିଗ୍ଭଲିଥିବି। Gade chapit la |