Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 13:2 - ପବିତ୍ର ବାଇବଲ (CL) NT (BSI)

2 ଅତୀତରେ ପାପ କରିଥିବା ଲୋକମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ମୁଁ ଦ୍ୱତୀୟ ଥର ସେଠାକୁ ଯାଇ କହିଥିଲି ଏବଂ ଏବେ ଦୂରରେ ଥାଇ ମଧ୍ୟ କହୁଛି ଯେ, ମୁଁ ଏଥର ଗଲେ, କେହି ଦଣ୍ଡରୁ ଛାଡ଼ ପାଇବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ଵିତୀୟ ଥର ଉପସ୍ଥିତ ଥିବା ସମୟରେ କହିଥିଲି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ;

Gade chapit la Kopi

ଓଡିଆ ବାଇବେଲ

2 ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିିଥିଲିି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିଥିଲି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ;

Gade chapit la Kopi

ପବିତ୍ର ବାଇବଲ

2 ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଦ୍ୱିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦେଇଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂରରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦେବି।

Gade chapit la Kopi




୨ କରିନ୍ଥୀୟ 13:2
8 Referans Kwoze  

ଈଶ୍ୱର ମୋର ସାକ୍ଷୀ। ସେ ମୋ’ ହୃଦୟ ଜାଣନ୍ତି। ତୁମ୍ଭମାନଙ୍କୁ ମୁଁ ଯେପରି ଆଉ ଆଘାତ ନ ଦିଏ, ସେଥିପାଇଁ ମୋର କରିନ୍ଥ ଯାତ୍ରା ସ୍ଥଗିତ ରଖିଲି।


ସେଥିପାଇଁ ଦୂରରେ ରହି ମୁଁ ତୁମ୍ଭମାନଙ୍କ ନିକଟକୁ ଏ ଚିଠି ଲେଖୁଛି, ଫଳରେ ତୁମ୍ଭମାନଙ୍କ ନିକଟରେ ଉସ୍ଥିତ ହେବା ସମୟରେ ଯେପରି କଠୋର ଭାବରେ ମୋତେ କ୍ଷମତା ପ୍ରୟୋଗ କରିବାକୁ ପଡ଼ିବ ନାହିଁ। କାରଣ ତୁମ୍ଭମାନଙ୍କୁ ଭାଙ୍ଗିବାକୁ ନୁହେଁ, ମାତ୍ର ଗଢ଼ିବାକୁ ପ୍ରଭୁ ମୋତେ କ୍ଷମତା ଦେଇଛନ୍ତି।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ଷମତା ବଳରେ ସେହି ବ୍ୟକ୍ତିକୁ ତା’ର ଶରୀରର ବିନାଶ ନିମନ୍ତେ ଶୟତାନ ହସ୍ତରେ ସମର୍ପଣ କରିଦିଅ। ତା’ହେଲେ, ହୁଏତ, ପ୍ରଭୁଙ୍କ ଆଗମନ ଦିନରେ ତା’ର ଆତ୍ମା ରକ୍ଷା ପାଇପାରିବ।


ତୃତୀୟ ଥର ପାଇଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ମୁଁ ପ୍ରଦ୍ତୁତ ହେଉଅଛି। ମୁଁ ପ୍ରସ୍ତୁତ ହେଉଅଛି। ମୁଁ ତୁମଠାରୁ କୌଣସି ବଷୟ ଦାବୀ କରିବି ନାହିଁ। ମୁଁ ତୁମ୍ଭମାନଙ୍କୁ ଚାହେଁ। ତୁମ୍ଭମାନଙ୍କର ଧନ ସମ୍ପତ୍ତି ନୁହେଁ। କାରଣ ପିତାମାତାଙ୍କ ନିମନ୍ତେ ସନ୍ତାନସନ୍ତତି ସଞ୍ଚୟ କରଥାନ୍ତି।


Swiv nou:

Piblisite


Piblisite