Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 13:6 - ପବିତ୍ର ବାଇବଲ (CL) NT (BSI)

6 ଆଶା କରେ, ତୁମ୍ଭେମାନେ ବୁଝିପାରିବ ଯେ, ଆମେ ବିଫଳ ହୋଇ ନାହୁଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ମୁଁ ଭରସା କରେ, ଆମ୍ଭେମାନେ ଯେ ପରୀକ୍ଷାସିଦ୍ଧ, ଏହା ତୁମ୍ଭେମାନେ ଜାଣିବ।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ମୁଁ ଭରସା କରେ, ଆମ୍ଭେମାନେ ଯେ ପରୀକ୍ଷାସିଦ୍ଧ, ଏହା ତୁମ୍ଭେମାନେ ଜାଣିବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ମୁଁ ଭରସା କରେ, ଆମ୍ଭେମାନେ ଯେ ପରୀକ୍ଷାସିଦ୍ଧ, ଏହା ତୁମ୍ଭେମାନେ ଜାଣିବ।

Gade chapit la Kopi

ପବିତ୍ର ବାଇବଲ

6 ମୁଁ ଆଶାକରେ ଆମ୍ଭେମାନେ ପରୀକ୍ଷାରେ ବିଫଳ ହୋଇ ନାହୁଁ ବୋଲି ତୁମ୍ଭେମାନେ ଦେଖିବ।

Gade chapit la Kopi




୨ କରିନ୍ଥୀୟ 13:6
6 Referans Kwoze  

କାରଣ ମୋର ଭୟ ହେଉଛି, ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇ ତୁମ୍ଭମାନଙ୍କ ଯେପରି ଦେଖିବାକୁ ଇଚ୍ଛା କରୁଛି, ସେପରି ଦେଖିବାକୁ ପାଇବି ନାହିଁ ଏବଂ ତୁମ୍ଭେମାନେ ମୋର ଯେଉଁ ରୂପ ଦେଖିବାକୁ ଇଚ୍ଛା କରୁ ନାହଁ, ହୁଏତ ତାହା ଦେଖିବାକୁ ପାଇବ। ହୁଏତ ସେଠାକୁ ଯାଇ ମୁଁ ନାନା ପ୍ରକାର ବିବାଦ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ଅପବାଦ, ଗର୍ବ ଓ ବିଶୃଙ୍ଖଳା ଦେଖିବକେୁ ପାଇବି।


ସେଥିପାଇଁ ଦୂରରେ ରହି ମୁଁ ତୁମ୍ଭମାନଙ୍କ ନିକଟକୁ ଏ ଚିଠି ଲେଖୁଛି, ଫଳରେ ତୁମ୍ଭମାନଙ୍କ ନିକଟରେ ଉସ୍ଥିତ ହେବା ସମୟରେ ଯେପରି କଠୋର ଭାବରେ ମୋତେ କ୍ଷମତା ପ୍ରୟୋଗ କରିବାକୁ ପଡ଼ିବ ନାହିଁ। କାରଣ ତୁମ୍ଭମାନଙ୍କୁ ଭାଙ୍ଗିବାକୁ ନୁହେଁ, ମାତ୍ର ଗଢ଼ିବାକୁ ପ୍ରଭୁ ମୋତେ କ୍ଷମତା ଦେଇଛନ୍ତି।


ଏହି ଲୋକମାନେ ଈଶ୍ୱରଙ୍କ ବିଷୟରେ ସଠିକ୍‍ ଧାରଣା ପୋଷଣ କରିବାକୁ ଅନିଚ୍ଛୁକ ଥିବାରୁ, ଈଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି ଓ ସେମାନେ କଳୁଷିତମନା ହୋଇ ମନୁଷ୍ୟୋଚିତ ଆଚରଣ କରୁ ନାହାନ୍ତି।


ତୁମେ ବିଶ୍ୱାସରେ ଦୃଢ଼ ଅଛ କି ନାହିଁ ଆତ୍ମପରୀକ୍ଷା କରି ଦେଖ। ତୁମ ଅନ୍ତରରେ ଖ୍ରୀଷ୍ଟ ବାସ କରୁଛନ୍ତି, ଏ କଥା କ’ଣ ଜାଣ ନାହିଁ-ନା, ଏଥିରେ ତୁମ୍ଭେମାନେ ଏକାବେଳକେ ବିଫଳ ହୋଇଛ?


ତୁମ୍ଭେମାନେ କୌଣସି ଅନ୍ୟାୟ କାର୍ଯ୍ୟରେ ଲିପ୍ତ ରୁହ ନାହିଁ, ଏଥିପାଇଁ ଆମେ ଈଶ୍ୱରଙ୍କ ନିକଟରେ ପ୍ରାର୍ଖନା କରୁଛୁ। ଆମେ ଯେ ଏଥିରେ ସାଫଲ୍ୟ ଲାଭ କରିଛୁ, ଏହା ଆମେ ଦେଖାଇବାକୁ ଯାଉ ନାହୁଁ, କିନ୍ତୁ ଆମେ ବ୍ୟର୍ଥ ହୋଇଥିଲେ ସୁଦ୍ଧା ତୁମ୍ଭମାନେ ଯେପରି ସତ୍କାର୍ଯ୍ୟ କରିବ, ଏଥିପାଇଁ ପ୍ରାର୍ଥନା କରୁଛୁ।


Swiv nou:

Piblisite


Piblisite