୨ କରିନ୍ଥୀୟ 13:8 - ପବିତ୍ର ବାଇବଲ (CL) NT (BSI)8 ସତ୍ୟର ବିରୁଦ୍ଧାଚରଣ କରିବାର କ୍ଷମତା ଆମର ନାହଁ, ଆମେ କେବଳ ସତ୍ୟର ସପକ୍ଷରେ କାର୍ଯ୍ୟ କରିପାରୁ। Gade chapit laପବିତ୍ର ବାଇବଲ (Re-edited) - (BSI)8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରି ପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରି ପାରୁ। Gade chapit laଓଡିଆ ବାଇବେଲ8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରି ପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରି ପାରୁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରିପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରିପାରୁ। Gade chapit laପବିତ୍ର ବାଇବଲ8 ଆମ୍ଭେ ସତ୍ୟର ବିପରୀତ କୌଣସି କାମ କରିବା ନାହିଁ। ଆମ୍ଭେ କେବଳ ସତ୍ୟ ପାଇଁ କିଛି କରି ପାରିବା। Gade chapit la |