Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:2 - ପବିତ୍ର ବାଇବଲ (CL) NT (BSI)

2 ତୁମ୍ଭମାନଙ୍କୁ ସୁଃଖ ଦେଲେ, ମୋତେ କିଏ ଆନନ୍ଦ ଦେବ? ତୁମ୍ଭମାନଙ୍କ ବ୍ୟତୀତ ଆଉ ସେପରି କେହି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ?

Gade chapit la Kopi

ଓଡିଆ ବାଇବେଲ

2 ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ?

Gade chapit la Kopi

ପବିତ୍ର ବାଇବଲ

2 ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖିତ କରେ, ତେବେ କିଏ ମୋତେ ସୁଖୀ କରିବ। କେବଳ ତୁମ୍ଭେମାନେ ମୋତେ ସୁଖ ଦେଇ ପାରିବ ଯେଉଁମାନଙ୍କୁ ମୁଁ ପୂର୍ବରୁ ଦୁଃଖ ଦେଇଛି।

Gade chapit la Kopi




୨ କରିନ୍ଥୀୟ 2:2
6 Referans Kwoze  

ମୋର ଚିଠି ପଢ଼ି ତୁମ୍ଭେମାନେ ମର୍ମାହତ ହୋଇଥିଲ ସୁଦ୍ଧା, ସେହି ଚତଠି ଲେଖି ଥିବାରୁ ମୋ’ ମନରେ କିଛି ଦୁଃଖ ନାହିଁ। ଚିଠିଟି ତୁମ୍ଭମାନଙ୍କୁ କ୍ଷଣକ ପାଇଁ ଶେକାର୍ତ୍ତ କରି ଥିବାରୁ ମୁଁ ଦୁଃଖିତ ହୋଇ ଥାଆନ୍ତି।


ମୁଁ ଆଶା କରୁଛି, ବର୍ତ୍ତମାନ ଯାହା ଆଂଶିକଭାବେ ବୁଝୁଛ, ତାହା ଯଥା ସମୟରେ ପ୍ରଭୁ ଯୀଶୁଙ୍କୁ ପୁନରାଗମନ ଦିନରେ ସମ୍ପୂର୍ଣ୍ଣରୁପେ ବୁଝି ପାରିବ। ତାହାହେଲେ, ତୁମ୍ଭମାନେ ଆମ ପାଇଁ ଗର୍ବ ଅନୁଭବ କରିବ ଓ ଆମେ ମଧ୍ୟ ତୁମ ପାଇଁ ଗର୍ବ କରିବୁ।


ଶରୀରର ଗୋଟିଏ ଅଙ୍ଗରେ ଯନ୍ତ୍ରଣା ହେଲେ, ଅନ୍ୟ ସମସ୍ତ ଅଙ୍ଗ ସେହି ଯନ୍ତ୍ରଣା ଅନୁଭବ କରନ୍ତି। ଗୋଟିଏ ଅଙ୍ଗ ଗୌରବାନ୍ୱିତ ହେଲେ, ଅନ୍ୟ ସମସ୍ତ ଅଙ୍ଗ ସେହି ଆନନ୍ଦର ଭାଗୀ ହୁଅନ୍ତି।


ସୁଖୀ ଲୋକମାନଙ୍କର ସହିତ ଆନନ୍ଦ କର, ଶୋକାର୍ତ୍ତମାନଙ୍କ ସହିତ ସମଦୁଃଖୀ ହୁଅ।


କେହି ଯଦି ଦୁର୍ବଳ ହୋଇପଡ଼େ, ମୁଁ ମଧ୍ୟ ତା’ ସହିତ ଦୁର୍ବଳତା ଅନୁଭବ କରେ। କେହି ପାପ କଲେ, ମୁଁ ଅନ୍ତରରେ ବ୍ୟଥା ଅନୁଭବ କରିଥାଏ।


ଯୁବକଟି ଏହା ଶୁଣି ବିଷଣ୍ଣ ହୋଇ ଚାଲିଗଲା, କାରଣ ସେ ବଡ଼ ଧନୀ ଥିଲା।


Swiv nou:

Piblisite


Piblisite