Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:6 - ପବିତ୍ର ବାଇବଲ (CL) NT (BSI)

6 ତୁମ୍ଭମାନଙ୍କ ମଧ୍ୟରୁ ଅଧିକାଂଶଙ୍କର ମତ ଅନୁଯାୟୀ ସେହି ବ୍ୟକ୍ତିକୁ ଯେଉଁ ଦଣ୍ଡ ଦିଆଯାଇଛି, ତାହା ତା’ ପାଇଁ ଯଥେଷ୍ଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅଧିକାଂଶଙ୍କ ଦ୍ଵାରା ଏପରି ଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ;

Gade chapit la Kopi

ଓଡିଆ ବାଇବେଲ

6 ଅଧିକାଂଶଙ୍କ ଦ୍ୱାରା ଏପରିଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଅଧିକାଂଶଙ୍କ ଦ୍ୱାରା ଏପରି ଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ;

Gade chapit la Kopi

ପବିତ୍ର ବାଇବଲ

6 ଏହି ଲୋକକୁ ତୁମ୍ଭେମାନେ ମିଶି ଯାହା ଦଣ୍ଡ ଦେଇଛ, ତାହା ଯଥେଷ୍ଟ ହେଲାଣି।

Gade chapit la Kopi




୨ କରିନ୍ଥୀୟ 2:6
4 Referans Kwoze  

କିନ୍ତୁ ଯେଉଁମାନେ ପ୍ରକୃତରେ ପାପ କାର୍ଯ୍ୟରେ ଲିପ୍ତ, ଅନ୍ୟମାନଙ୍କୁ ସତର୍କ କରିବା ପାଇଁ, ସେମାନଙ୍କୁ ପ୍ରକାଶ୍ୟରେ ଭର୍ତ୍ସନା କର।


ଦେଖ, ଈଶ୍ୱରଙ୍କ ଅଭିପ୍ରେତ ଏହି ଦୁଃଖ ତୁମ୍ଭମାନଙ୍କ ମନରେ କେତେ ଆଗ୍ରହ, କେତେ ଭୟ, କେତେ ଉତ୍ତେଜନା, ଆତ୍ମସଂଶୋଧନ ପାଇଁ କେତେ ପ୍ରେରଣା, ଦୁଷ୍କର୍ମକାରୀମାନଙ୍କୁ ଶାସ୍ତି ଦେବାକୁ କେତେ ତତ୍ସରତା ସଂଚାରିତ କରିଛି। ଏସବୁ ବିଷୟରେ ତୁମ୍ଭେମାନେ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇଛ।


ସେଥିପାଇଁ ଦୂରରେ ରହି ମୁଁ ତୁମ୍ଭମାନଙ୍କ ନିକଟକୁ ଏ ଚିଠି ଲେଖୁଛି, ଫଳରେ ତୁମ୍ଭମାନଙ୍କ ନିକଟରେ ଉସ୍ଥିତ ହେବା ସମୟରେ ଯେପରି କଠୋର ଭାବରେ ମୋତେ କ୍ଷମତା ପ୍ରୟୋଗ କରିବାକୁ ପଡ଼ିବ ନାହିଁ। କାରଣ ତୁମ୍ଭମାନଙ୍କୁ ଭାଙ୍ଗିବାକୁ ନୁହେଁ, ମାତ୍ର ଗଢ଼ିବାକୁ ପ୍ରଭୁ ମୋତେ କ୍ଷମତା ଦେଇଛନ୍ତି।


Swiv nou:

Piblisite


Piblisite