Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:9 - ପବିତ୍ର ବାଇବଲ (CL) NT (BSI)

9 ତୁମ୍ଭେମାନେ ସବୁବେଳେ ମୋର ନିର୍ଦ୍ଧେଶ ପାଳନ କରିବାକୁ ପ୍ରସ୍ତୁତ କି ନୁହଁ, ଜଣିବା ପାଇଁ ମୁଁ ଉପରୋକ୍ତ ସେହି ପତ୍ର ଲେଖିଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି।

Gade chapit la Kopi

ଓଡିଆ ବାଇବେଲ

9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି।

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭେମାନେ ମୋର ସମସ୍ତ କଥାର ଆଜ୍ଞାକାରୀ ହେଉଛି ନା ନାହିଁ, ଏହା ପରୀକ୍ଷା କରିବାକୁ ମୁଁ ତୁମ୍ଭମାନଙ୍କୁ ଲେଖିଲି।

Gade chapit la Kopi




୨ କରିନ୍ଥୀୟ 2:9
15 Referans Kwoze  

ତୁମ୍ଭେମାନେ ସମ୍ପୂଣ୍ଣଭାବେ ଖ୍ରୀଷ୍ଟଙ୍କର ଆନୁଗତ୍ୟ ସ୍ୱୀକାର କରିବା ପରେ ତୁମ ମଧ୍ୟରେ ଆଉ କୌଣସି ଅବାଧ୍ୟତା ଦେଖାଗଲେ, ତା’ର ପ୍ରତିକାର କରିବା ପାଇଁ ଆମେ ପ୍ରଦ୍ତୁତ।


ତୁମେ ମୋର ଅନୁରୋଧ ରକ୍ଷା କରିବ ବୋଲି ନିଶ୍ଚିତଭାବେ ଜାଣି, ମୁଁ ଏ ପତ୍ର ଲେଖୁଛି। ବାସ୍ତବିକ ମୁଁ ଜାଣେ, ତୁମଠାରୁ ମୁଁ ଯେତିକି ଅପେକ୍ଷା କରୁଛି, ତୁମେ ମୋ’ ପାଇଁ ତା’ଠାରୁ ଅଧିକ କରିବ।


ତୁମେ ଜାଣ, ତୀମଥି କିପରି ତାଙ୍କର ଯୋଗ୍ୟତା ପ୍ରମାଣିତ କରିଛନ୍ତି, କିପରି ସେ ଆଉ ମୁଁ ପୁତ୍ର ଓ ପିତା ପରି ସୁସମାଚାର ପ୍ରଚାର କାର୍ଯ୍ୟରେ ମିଳିମିଶି ଉଦ୍ୟମ କରୁଛୁ।


ଏହି ପତ୍ରରେ ତୁମ୍ଭମାନଙ୍କୁ ଯେଉଁ ବାର୍ତ୍ତା ପଠାଉଛୁ, ହୁଏତ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହା ପାଳନ କରିବାକୁ ଅନିଚ୍ଛୁକ ହେବ। ସେହିପରି ବ୍ୟକ୍ତିକୁ ଚିହ୍ନି ରଖ ଓ ତାହା ସହିତ ତୁମର ସମ୍ପର୍କ ତୁଟାଇ ଦିଅ।


ତେଣୁ ପ୍ରିୟ ବନ୍ଧୁଗଣ, ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ତୁମ୍ଭେମାନେ ଯେପରି ସବୁବେଳେ ମୋର ଆଜ୍ଞାଧୀନ ଥିଲ, ବର୍ତ୍ତମାନ ମୁଁ ତୁମଠାରୁ ଦୂରରେ ଥିବା ସମୟରେ ଅଧିକ ବିଶ୍ୱସ୍ତ ଭାବରେ ମୋର ବାଧ୍ୟ ହେବା ତୁମ୍ଭମାନଙ୍କର କର୍ତ୍ତବ୍ୟ। ତୁମର ପରିତ୍ରାଣ ସାଧନ ଯେପରି ସମ୍ପୂର୍ଣ୍ଣ ହୁଏ, ଏଥିନିମନ୍ତେ ଭୟ ଓ ପ୍ରକମ୍ପ ସହ କାର୍ଯ୍ୟ କରିଯାଅ।


ସେମାନଙ୍କୁ ତୁମ୍ଭମାନଙ୍କର ପ୍ରେମ ଦେଖାଅ। ତା’ହେଲେ ସମସ୍ତ ମଣ୍ଡଳୀ ଏ ବିଷୟରେ ନିଶ୍ଚିତ ହେବ ଏବଂ ତୁମ୍ଭମାନଙ୍କ ପାଇଁ ଆମେ କରୁଥିବା ଦର୍ପ ଯଥାର୍ଥ ବୋଲି ଉପଲବ୍ଧି କରିପାରିବେ।


ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଲେଖିଥିଲି, ମୁଁ ସେଠାକୁ ଗଲେ; ଯେଉଁମାନଙ୍କ ଏାଗି ମୋର ଆନନ୍ଦ ହୁଅନ୍ତା, ସେମାନଙ୍କ ଦ୍ୱାରା ଯେପରି ମୁଁ ଦୁଃଖ ନ ପାଏ। ବାସ୍ତବିକ ମୋର ଦୁଢ଼ ବିଶ୍ୱାସ ଯେ, ମୋର ଆନନ୍ଦରେ ତୁମ୍ଭମାନଙ୍କ ଆନନ୍ଦ।


ଗଭୀର ଦୁଃଖ ଓ ବେଦନାଭରା ହୃଦୟରେ କାନ୍ଦି କାନ୍ଦି ମୁଁ ଯେଛଁ ଚିଠି ଲେଖିଥିଲି, ତୁମ୍ଭମାନଙ୍କୁ ମୁଁ କେତେ ସ୍ନେହ କରେ, ଏହା ଜଣାଇବା ଥିଲା ସେହି ଚିଠିର ଉଦ୍ଦେଶ୍ୟ।


ତୁମମାନଙ୍କୁ ମୋର ଅନୁରୋଧ, ତୁମ୍ଭମାନେ ତାକୁ ସ୍ନେହ ଓ ଶ୍ରଦ୍ଧା କରୁଛ ବୋଲି ଜଣାଇ ଦିଅ।


ସେମାନେ ଉତ୍କଟ କ୍ଳେଶ ମଧ୍ୟଦେଇ ପରୀକ୍ଷିତ ହୋଇଛନ୍ତି ଏବଂ ସେମାନେ ଅତିଶୟ ଦରିଦ୍ର ହେଲେ ସୁଦ୍ଧା, ଚରମ ବଦାନ୍ୟତା ଦ୍ୱାରା ନିଜ ମନର ଉଚ୍ଛ୍ୱସିତ ଆନନ୍ଦ ପ୍ରକାଶ କରିଛନ୍ତି।


Swiv nou:

Piblisite


Piblisite