Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 3:4 - ପବିତ୍ର ବାଇବଲ (CL) NT (BSI)

4 ଖ୍ରୀଷ୍ଟଙ୍କ ଦେଇ ଈଶ୍ୱରଙ୍କ ଉପରେ ଆସ୍ଥା ଥିବାରୁ ଆମେ ଏସବୁ କହୁଛୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ଵାସ ଅଛି।

Gade chapit la Kopi

ଓଡିଆ ବାଇବେଲ

4 ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି।

Gade chapit la Kopi

ପବିତ୍ର ବାଇବଲ

4 ଯୀଶୁ ଖ୍ରୀଷ୍ଟଙ୍କ ହେତୁ ପରମେଶ୍ୱରଙ୍କଠାରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ।

Gade chapit la Kopi




୨ କରିନ୍ଥୀୟ 3:4
5 Referans Kwoze  

ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ଓ ତାଙ୍କଠାରେ ବିଶ୍ୱାସ କରୁଥିବାରୁ ଭରସାର ସହିତ ଈଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ଏବେ ସାହସ ଅଛି।


ତେଣୁ ମୁଁ ଏ ବିଷୟରେ ନିଶ୍ଚିତ ଯେ, ଯେଉଁ ପ୍ରଭୁ ତୁମ୍ଭମାନଙ୍କଠାରେ ଏହି ସତ୍କାର୍ଯ୍ୟ ଆରମ୍ଭ କରିଛନ୍ତି, ଖ୍ରୀଷ୍ଟ ଯୀଶୁଙ୍କ ପୁନରାଗମନ ଦିନରେ ଏହା ଶେଷ ହେବା ପର୍ଯ୍ୟନ୍ତ ସେ ତାହା ନିର୍ବାହ କରିବେ।


ତୁମ୍ଭମାନଙ୍କ ନିକଟରୁ ଯେ କେବଳ ପ୍ରଭୁଙ୍କ ଶୁଭ ବାର୍ତ୍ତା ମାସିଦୋନିଆ ଓ ଆଖାୟାରେ ବ୍ୟାପ୍ତ ହୋଇଥିଲା ତା’ ନୁହେଁ; ମାତ୍ର ତୁମ୍ଭମାନଙ୍କର ଈଶ୍ୱର-ବିଶ୍ୱାସ କଥା ସର୍ବତ୍ର ଏପରି ଭାବରେ ପ୍ରକାଶ ପାଇଛି ଯେ, ଏ ବିଷୟରେ ଆମର ଆଉ ଅଧିକ କିଛି କହିବା ପ୍ରୟୋଜନ ନାହିଁ।


ଈଶ୍ୱରଙ୍କର ଧନ୍ୟବାଦ ହେଉ। କାରଣ ସେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସର୍ବଦା ଆମ୍ଭମାନଙ୍କୁ ବିଜୟ ପଥର ଆଗେଇ ନିଅନ୍ତୁ। ପୁଣି ସୁଗନ୍ଧ ଜ୍ଞାନ ଅନ୍ୟମାନଙ୍କୁ ଦେବା ପାଇଁ ଈଶ୍ୱର ଆମକୁ ବ୍ୟବହାର କରିଥାନ୍ତି।


Swiv nou:

Piblisite


Piblisite