୨ କରିନ୍ଥୀୟ 3:6 - ପବିତ୍ର ବାଇବଲ (CL) NT (BSI)6 ନୂତନ ନିୟମକୁ ପାଳକ କରିବା ନିମନ୍ତେ ଈଶ୍ୱର ଅମ୍ଭମାନଙ୍କୁ ଯୋଗ୍ୟ କରିଛନ୍ତି। ଏହି ନିୟମ ଲିଖିତ ନୁହେଁ, ମାତ୍ର ଆତ୍ମାଙ୍କ ନିୟମ ଜୀବନ ସଞ୍ଚାର କରେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକା, ମାତ୍ର ଆତ୍ମା ଜୀବନଦାୟକ; Gade chapit laଓଡିଆ ବାଇବେଲ6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ; Gade chapit laପବିତ୍ର ବାଇବଲ6 ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସେବକ ହେବା ପାଇଁ ଯୋଗ୍ୟ ବିବେଚିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ୟୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ। Gade chapit la |
ଯେ ନିଜର ପ୍ରାଣବଳି ଦ୍ୱାରା ମେମଷମାନଙ୍କର ‘ପ୍ରଧାନ ମେଷପାଳକ’ ହୋଇଛନ୍ତି, ଆମ୍ଭମାନଙ୍କର ସେହି ପ୍ରଭୁ ଯୀଶୁଙ୍କୁ ଈଶ୍ୱର ମୃତ୍ୟରୁ ପୁନରୂତ୍ଥିତ କରିଛନ୍ତି। ସେହି ଯୀଶୁଙ୍କୁ ପ୍ରାଣବଳିର ରକ୍ତରେ ଏକ ଚିରସଥାୟୀ ଚୁକ୍ତି ମୁଦ୍ରାଙ୍କିତ ହୋଇଛି। ଶାନ୍ତିଦାତା ଈଶ୍ୱର ତାଙ୍କର ଇଚ୍ଛା ପାଳନ କରିବା ପାଇଁ ତୁମମାନଙ୍କର ପ୍ରୟୋଜନ ଅନୁସାରେ ସମସ୍ତ ଉତ୍ତମ ବିଷୟ ଦାନ କରନ୍ତୁ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ଜୀବନରେ ତାଙ୍କର ସନ୍ତୋଷଜନକ କାର୍ଯ୍ୟ ସାଧନ କରନ୍ତୁ। ଯୁଗେ ଯୁଗେ ଖ୍ରୀଷ୍ଟଙ୍କର ମହିମା ହୋଉ। ଆମେନ୍।