Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 4:10 - ପବିତ୍ର ବାଇବଲ (CL) NT (BSI)

10 ଯୀଶୁଙ୍କ ଜୀବନ ଯେପରି ଆମଠାରେ ପ୍ରକାଶିତ ହୁଏ, ସେଥିପାଇଁ ଆମେ ସର୍ବଦା ଆମ ଶରୀରରେ ଯୀଶୁଙ୍କ ମୃତ୍ୟୁ ବହନ କରୁଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ।

Gade chapit la Kopi

ଓଡିଆ ବାଇବେଲ

10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ।

Gade chapit la Kopi

ପବିତ୍ର ବାଇବଲ

10 ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ୟୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ୟ ଆମ୍ଭ ଭିତରେ ପ୍ରକାଶିତ ହେବ।

Gade chapit la Kopi




୨ କରିନ୍ଥୀୟ 4:10
17 Referans Kwoze  

ଯେହେତୁ ଆମ୍ଭେ ମୃତ୍ୟୁରେ ଅଂଶୀ ହୋଇ ତାଙ୍କ ସହିତ ଏକ ହୋଇଛୁ, ତାଙ୍କ ପୁନରୁତ୍ଥାନରେ ମଧ୍ୟ ତାଙ୍କ ସହିତ ଏକ ହୋଇଛୁ, ତାଙ୍କ ପୁନରୁତ୍ଥାନରେ ମଧ୍ୟ ତାଙ୍କ ସହିତ ଏକ ହୋଇ ପୁନର୍ଜୀବନ ପାଇବା।


ଏ କଥା ଏକ ନିରାଟ ସତ୍ୟ: ତାଙ୍କ ସହିତ ଆମ୍ଭେମାନେ ଯଦି ମୃତ୍ୟୁଭୋଗ କରିଛୁ, ତାଙ୍କ ସହିତ ସଜୀବ ହୋଇ ମଧ୍ୟ ରହିବୁ।


ବରଂ ଆନନ୍ଦିତ ହୁଅ, କାରଣ ତୁମ୍ଭେମାନେ ଖ୍ରୀଷ୍ଟଙ୍କ କ୍ଳେଶଭୋଗର ଅଂଶୀ ହେବାରୁ ତାଙ୍କର ମହିମା ପ୍ରକାଶିତ ହେବା ସମୟରେ ର୍ତୁମ୍ଭମାନେ ଆନନ୍ଦରେ ପରିପୂର୍ଣ୍ଣ ହେବ।


ଆମ୍ଭେମାନେ ଯୀଶୁଙ୍କ ସହିତ ମୃତ୍ୟୁବରଣ କରିଥିବାରୁ, ତାଙ୍କ ସହିତ ମଧ୍ୟ ଜୀବନ ପାଇବୁ ବୋଲି ବିଶ୍ୱାସ କରୁଛୁ।


ସେ ଦୁର୍ବଳ ହୋଇ କ୍ରୁଶରେ ନିହତ ହେଲେ ମଧ୍ୟ ଈଶ୍ୱରଙ୍କ ପରାକ୍ରମରେ ଏବେ ଜୀବିତ ଅଛନ୍ତି। ତାଙ୍କ ସହିତ ମିଳିତ ହୋଇ ଆମେ ମଧ୍ୟ ଦୁର୍ବଳ ହୋଇଛୁ, କିନ୍ତୁ ତୁମ ସହିତ ଆମ ସର୍ମ୍ପକରେ ଈଶ୍ୱରଙ୍କ ପରାକ୍ରମର ଅଂଶୀ ହୋଇ ଖ୍ରୀଷ୍ଟଙ୍କ ସହିତ ଆମେ ଜୀବତ ହେବା।


ଆମେ ଖ୍ରୀଶ୍ଟଙ୍କ ବହୁ ଦୁଃଖ ଭୋଗରେ ଅଂଶୀଦାର ହୋଇ ଥିବାରୁ ଖ୍ରୀଶ୍ଟଙ୍କ ସାହାୟତାରେ ଈଶ୍ୱରଙ୍କ ମହାସାନ୍ତ୍ୱନାର ମଧ୍ୟ ଅଂଶୀ ହୋଇ ପାରିବା।


ଶାସ୍ତ୍ରରେ ଲେଖାଅଛି: “ତୁମ ସକାଶେ ଆମ୍ଭେମାନେ ସର୍ବଦା ମୃତ୍ୟୁର ସମ୍ମୁଖୀନ, ବଧ ହେବାକୁ ଯାଉଥିବା ମେଷତୁଲ୍ୟ ଆମ୍ଭେମାନେ ବିବେଚିତ।”


ବର୍ତ୍ତମାନ ତୁମ୍ଭମାନଙ୍କ ନିମନ୍ତେ ମୋର ଦୁଃଖଭୋଗ ପାଇଁ ମୁଁ ଆନନ୍ଦିତ। କାରଣ ମୋର ଶାରୀରିକ ଦୁଃଖଭୋଗ ଦ୍ୱାରା ମୁଁ ଖ୍ରୀଷ୍ଟଙ୍କର ଶରୀରରୂପ ମଣ୍ଡଳୀ ପକ୍ଷରୁ ଖ୍ରୀଷ୍ଟଙ୍କ ଦୁଃଖଭୋଗର ଅବଶିଷ୍ଟାଂଶକୁ ପୂରଣ କରିବା ପାଇଁ ସାହାଯ୍ୟ କରୁଛି।


ଆମକୁ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଛି ବୋଲଇ ଭାବିଥଲୁ। କିନ୍ତୁ ନିଜ ଉପରେ ନିର୍ଭର ନ କରି ମୃତକୁ ଜୀବନ ଦେଇଥିବା ଈଶ୍ୱରଙ୍କ ଉପରେ ନିର୍ଭର ରଖିବା ପାଇଁ ଏସବୁ ଘଟିଥିଲା।


ପରିଶେଷରେ, ମୋର ଏତିକି କହିବା କଥା, ମୋତେ କେହି ଆଉ ଦୁଃଖ ନ ଦିଅନ୍ତୁ। କାରଣ ମୋ’ ଶରୀରରେ ଯେଉଁ ସବୁ କ୍ଷତ ଚିହ୍ନ ରହିଛି, ସେଥିରୁ ପ୍ରକାଶିତ ହୁଏ ଯେ, ମୁଁ ଯୀଶୁଙ୍କର କ୍ରୀତଦାସ।


ଅଳ୍ପ ସମୟ ପରେ ଜଗତ ମୋତେ ଆଉ ଦେଖିବ ନାହିଁ, କିନ୍ତୁ ତୁମ୍ଭେମାନେ ଦେଖିବ ଏବଂ ଯେହେତୁ ମୁଁ ଚିରଞ୍ଜୀବୀ, ତୁମେ ମଧ୍ୟ ମୋ’ ସହିତ ଜୀବିତ ରହିବ।


ତାଙ୍କୁ ଦେଖିବା ମାତ୍ରେ ମୁଁ ମୃତବତ୍ ତାଙ୍କ ପାଦ ତଳେ ପଡ଼ିଗଲି। ସେ ତାଙ୍କ ଡ଼ାହାଣ ହାତ ମୋ’ ଉପରେ ରଖି କହିଲେ, “ଭୟ କର ନାହିଁ, ମୁଁ ଆଦି ଓ ଅନ୍ତ


ତାଙ୍କ ଜୀବନକୁ ଏହି ମର ଶରୀରରେ ପ୍ରକାଶ କରିବା ନିମନ୍ତେ ଖ୍ରଷ୍ଟଙ୍କ ପାଇଁ ସାରା ଜୀବନ ଆମେ ମୃତ୍ୟ ମୁଖରେ ପତିତ ହେଉଛୁ।


ଖ୍ରୀଷ୍ଟଙ୍କ ଅନୁଗାମୀ ହୋଇଥିବାରୁ ଅପମାନିତ ହେଲେ, ତୁମ୍ଭେମାନେ ପ୍ରକୃତରେ ଧନ୍ୟ, କାରଣ ଈଶ୍ୱରଙ୍କ ଗୌରବମୟ ଆତ୍ମା ତୁମଠାରେ ଅଧିଷ୍ଠାନ କରିଛନ୍ତି।


Swiv nou:

Piblisite


Piblisite