Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 5:10 - ପବିତ୍ର ବାଇବଲ (CL) NT (BSI)

10 କାରଣ ଆମ ସମସ୍ତଙ୍କୁ ତାଙ୍କ ଦ୍ୱାର ବିଚାରିତ ହେବା ପାଇଁ ନିଶ୍ଚୟ ଖ୍ରୀଷ୍ଟଙ୍କ ସମ୍ମଖରେ ଉପସ୍ଥିତ ହେବାକୁ ପଡ଼ିବ। ସେତେବେଳେ ମର ଶରୀରରେ ଆମେ କରିଥିବା ଭଲ ବା ମନ୍ଦ, ସକଳ କର୍ମ ଅନୁସାରେ ଆମେ ଫଳ ପାଇବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ଵାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ପ୍ରକାଶିତ ହେବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ

10 ଆମ୍ଭେ ସମସ୍ତେ ବିଗ୍ଭରିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କର ନ୍ୟାୟାସନ ଆଗରେ ଅବଶ୍ୟ ଠିଆ ହେବୁ। ଆମ୍ଭମାନଙ୍କ ଭିତରୁ ପ୍ରତ୍ୟେକ, ଏହି ପାର୍ଥିବ ଶରୀର ଧାରଣ କରିଥିଲାବେଳେ ଯାହାକିଛି ଭଲ ବା ମନ୍ଦ କରିଛୁ, ତା’ ପାଇଁ ପ୍ରତିଦାନ ପାଇବ।

Gade chapit la Kopi




୨ କରିନ୍ଥୀୟ 5:10
38 Referans Kwoze  

ମନିଷ୍ୟ ପୁତ୍ର ପିତା ଈଶ୍ୱରଙ୍କ ଦ୍ୱାରା ଗୌରବାନ୍ୱିତ ହୋଇ ସ୍ୱର୍ଗଦୂତମାନଙ୍କ ସହ ପୁନର୍ବାର ଆସିବେ। ସେତେବେଳେ ସେ ପ୍ରତ୍ୟେକକୁ ତା’ର କୃତକର୍ମ ଅନୁସରେ ଫଳ ଦେବେ।


ଯୀଶୁ କହୁଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଅଛି! ପ୍ରତ୍ୟେକଙ୍କୁ ନିଜ ନିଜ କାର୍ଯ୍ୟ ଅନୁସାରେ ଫଳ ଦେବା ପାଇଁ ମୁଁ ପୁରସ୍କାର ନେଇ ଆସିବି।


ମନେରଖ, ସେ କ୍ରୀତଦାସ ହେଉ ବା ସ୍ୱାଧୀନ ହେଉ - ପ୍ରଭୁ ପ୍ରତ୍ୟେକ ଲୋକକୁ ତାହାର ସତ୍କାର୍ଯ୍ୟ ନିମନ୍ତେ ପୁରସ୍କାର ଦେବେ।


ତେଣୁ ନିରୂପିତ ସମୟ ପୂର୍ବରୁ ତୁମ୍ଭେମାନେ କାହାରି ବିଚାର କର ନାହିଁ। ଶେଷ ବିଚାର ପ୍ରଭୁଙ୍କର ଆଗମନ ସମୟରେ ହେବ। ସେ ଅନ୍ଧକାରର ଗୋପନୀୟ ବିଷୟସବୁ ଆଲୋକକୁ ଆଣିବେ। ଲୋକମାନଙ୍କ ମନର ଗୁପ୍ତ ସଙ୍କଳ୍ପସବୁ ପ୍ରକାଶ କରିବେ। ସେତେବେଳେ ପ୍ରତ୍ୟେକେ ଈଶ୍ୱରଙ୍କ ନିକଟରୁ ନିଜ ନିଜର ଯଥୋଚିତ ପ୍ରଶଂସା ପାଇବେ।


କିନ୍ତୁ ଯେଉଁ ଈଶ୍ୱର ଜୀବିତ ସ ମୃତମାନଙ୍କର ବିଚାର କରିବାକୁ ଉଦ୍ୟତ, ତାଙ୍କ ନକଟରେ ସେମାନଙ୍କୁ ନିକାଶ ଦେବାକୁ ପଡ଼ିବ।


ସେ ଗୋଟିଏ ଦିନ ନିରୂପଣ କରିଛନ୍ତି। ସେହିଦିନ ସେ ତାଙ୍କର ମନୋନୀତ ବ୍ୟକ୍ତିଙ୍କ ଦ୍ୱାରା ସମଗ୍ର ଜଗତର ନ୍ୟାୟ ବିଚାର କରିବେ। ସେହି ବ୍ୟକ୍ତିଙ୍କୁ ମୃତ୍ୟୁରୁ ପୁନରୁତ୍ôଥତ କରିବା ଦ୍ୱାରା ସେ ଏହି କଥାର ନିଶ୍ଚିତତା ସମସ୍ତଙ୍କୁ ଜଣାଇ ଅଛନ୍ତି।”


ଲୋକମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ଓ ଈଶ୍ୱର ଯେ ତାଙ୍କୁ ଜୀବିତ ଓ ମୃତମାନଙ୍କ ବିଚାରକର୍ତ୍ତା ରୂପେ ନିଯୁକ୍ତ କରିଛନ୍ତି, ଏ କଥାର ସାକ୍ଷ୍ୟ ଦେବା ପାଇଁ ସେ ଆମ୍ଭମାନଙ୍କୁ ଆଦେଶ ଦେଇଛନ୍ତି।


ତାହାର ଅନୁଗାମୀମାନଙ୍କୁ ମଧ୍ୟ ହତ୍ୟା କରିବି। ତା’ହେଲେ, ମଣ୍ଡଳୀମାନେ ସମସ୍ତେ ଜାଣିପାରିବେ ଯେ; ମୁଁ ଅନ୍ତର୍ଯ୍ୟାମୀ, ମନୁଷ୍ୟର ସକଳ ଚିନ୍ତା ଓ କାମନା ମୁଁ ଜାଣିପାରେ। ତୁମେ ପ୍ରତ୍ୟେକେ ଯାହା କରିଅଛ, ସେହି ଅନୁସାରେ ମୁଁ ତୁମ୍ଭମାନଙ୍କୁ ପ୍ରତିଫଳ ଦେବି।


(ତୁମ୍ଭମାନଙ୍କ ସ୍ୱାଭାବିକ ଦୁର୍ବଳତା ହେତୁ, ଏ ସବୁ କଥା ମୁଁ ଚଳନ୍ତି ଭାଷାରେ କହୁଛି।) ଦିନେ ତୁମେ ଅଶୁଚିତା ଓ ଜଘନ୍ୟ ଦୁଷ୍କର୍ମରେ ନିଜ ନିଜକୁ ଲିପ୍ତ ରଖିଥିଲ। ସେହିପରି ବର୍ତ୍ତମାନ ପବିତ୍ର ହେବା ପାଇଁ ଧାର୍ମିକତା ନିକଟରେ ନିଜକୁ ସର୍ବତୋଭାବେ ଉତ୍ସର୍ଗ କର।


ତୁମ୍ଭମାନଙ୍କୁ ଦୋଷ ଦେବା ପାଇଁ ମୁଁ ଏ କଥା କହୁ ନାହିଁ। ମୁଁ ଆଗରୁ କହିଛି, ତୁମ୍ଭମାନେ ଆମର ଏତେ ପ୍ରୟି ଯେ, ଆମେ ବଞ୍ଚିବା ଓ ମଲେ ଏକାଠି ମରିବା।


ଯେଉଁ ଦିନ ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଏ ସବୁ ଘଟିବ।


ସମସ୍ତେ ଥରେ ମୃତ୍ୟୁଭୋଗ କରିବେ ଏବଂ ତା' ପରେ ଈଶ୍ୱରଙ୍କ ବିଚାରର ସମ୍ମୁଖୀନ ହେବେ।


Swiv nou:

Piblisite


Piblisite