Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 5:11 - ପବିତ୍ର ବାଇବଲ (CL) NT (BSI)

11 ପ୍ରଭୁଙ୍କୁ କରିବା ଅର୍ଥ କଅଣ, ଆମେ ଜାଣିଛୁ ଏବଂ କରିବା ପାଇଁ ଆମେ ସମସ୍ତଙ୍କୁ ପ୍ରବର୍ତ୍ତାଉଛୁ। ଈଶ୍ୱର ଆମ ସମସ୍ତଙ୍କୁ ଭଲ ଭାବରେ ଜାଣନ୍ତି। ମୁଁ ଆଶା କରୁଛି, ତୁମ୍ଭମାନେ ମୋତେ ଭଲ ଭାବରେ ଜାଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।

Gade chapit la Kopi

ଓଡିଆ ବାଇବେଲ

11 ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ପ୍ରବର୍ତ୍ତାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।

Gade chapit la Kopi

ପବିତ୍ର ବାଇବଲ

11 ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ’ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ୟ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉ। ପରମେଶ୍ୱର ଜାଣନ୍ତି ଯେ, ଆମ୍ଭେ ପ୍ରକୃତରେ କ’ଣ ଓ ମୁଁ ଆଶାକରେ, ତୁମ୍ଭେ ମଧ୍ୟ ଆମ୍ଭର ପ୍ରକୃତ ପରିଚୟ ପାଇ ପାରିବ।

Gade chapit la Kopi




୨ କରିନ୍ଥୀୟ 5:11
39 Referans Kwoze  

ଭ୍ରାନ୍ତିରେ ପଡ଼ି ବିଷ୍ଟ ହେବାକୁ ଯାଉଥିବା ଲୋକଙ୍କୁ ଅଗ୍ନିରୁ ଉଦ୍ଧାର କର। ଆଉ କେତେକଙ୍କର ପାପ କଳଙ୍କିତ ବସ୍ତ୍ରକୁ ସୁଦ୍ଧା ଘୃଣା କର, କିନ୍ତୁ ଭୟର ସହ ସେମାନଙ୍କୁ ଦୟା ପ୍ରଦର୍ଶ କର।


ଚିରଞ୍ଜୀବୀ ଈଶ୍ୱରଙ୍କ ବିଚାରର ସମ୍ମୁଖୀନ ହେବା କେଡ଼େ ଭୟାନକ।


ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନ ଥିଲା, ସେମାନେ ମଧ୍ୟ ସମସ୍ତେ ଅଗ୍ନିମୟ ହ୍ରଦରେ ନିକ୍ଷିପ୍ତ ହେଲେ।


ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ।


ସୁତରାଂ ଆମେ ଖ୍ରୀଷ୍ଟଙ୍କ ସପକ୍ଷରେ ଏ କଥା କହୁଛୁ। ସ୍ୱୟଂ ଈଶ୍ୱର ଆମ ସ୍ୱାରା ଏହି ଆହ୍ନାନ ଦେଇଛନ୍ତି ବୋଲି ମନେ କରିବାକୁ ହେବ। ଖ୍ରୀଷ୍ଟଙ୍କ ପକ୍ଷରୁ ଆମେ ବିନତି କରୁଛୁଳ ଈଶ୍ୱରଙ୍କ ସହିତ ପୁନର୍ମିଳିତ ହୁଅ,


ସେମାନେ କହିଲେ, “ଏହି ଲୋକ ଆମ ବ୍ୟବସ୍ଥା ବିରୁଦ୍ଧ ରୀତିରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉଛି।”


କାହାକୁ ଭୟ କରିବ, ମୁଁ ତୁମ୍ଭମାନଙ୍କୁ ଜଣାଉଛି। ବଧ କରିବା ପରେ ନରକରେ ନିକ୍ଷେପ କରିବାର କ୍ଷମତା ଯାହାର ଅଛି, ତାଙ୍କୁ ଭୟ କର। ମୋ’ କଥାରେ ବିଶ୍ୱାସ କର। କେବଳ ତାଙ୍କୁ ହିଁ ତୁମ୍ଭେମାନେ ଭୟ କରିବା ଉଚିତ୍।


ଏହା ଶୁଣି ତୁମ୍ଭେମାନେ କ’ଣ ମନେ କରୁଛ ଯେ, ମୁଁ ମନୁଷ୍ୟମାନଙ୍କର ସମର୍ଥନ ଲାଭ କରିବା ପାଇଁ ଚେଷ୍ଟା କରୁଛି? ନା, କଦାପି ନୁହେଁ। ମୁଁ ଚାହେଁ କେବଳ ଈଶ୍ୱରଙ୍କ ସମର୍ଥନ। ମୁଁ କ’ଣ ଲୋକପ୍ରିୟ ହେବା ନିମନ୍ତେ ଇଚ୍ଛା କରୁଛି? ମୁଁ ଯଦି ଏ ପର୍ଯ୍ୟନ୍ତ ଲୋକପ୍ରିୟ ହେବାକୁ ଚେଷ୍ଟା କରୁଥାନ୍ତି, ତେବେ ମୁଁ ଆଜି ଖ୍ରୀଷ୍ଟଙ୍କର ସେବକ ହୋଇ ନ ଥାଆନ୍ତି।


ଅନେକେ ନିଜେ ଲାଭବାନ ହେବା ପାଇଁ ଈଶ୍ୱରଙ୍କ ବାକ୍ୟ ବ୍ୟବହାର କରିଥାନ୍ତୁ। ଆମେ କିନ୍ତୁ ସେପରି ନୋହୁଁ। ଆମକୁ ଈଶ୍ୱର ପ୍ରେରଣ କରି ଥିବାରୁ ଆମେ ବିଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ଦାସ ରୂପେ ପ୍ରଚାର କରୁ।


ସେମାନେ ଗୋଟିଏ ତାରିଖ ନିର୍ଦ୍ଦିଷ୍ଟ କଲେ ଏବଂ ସେମାନଙ୍କ ମଧ୍ୟରୁ ଅନେକେ ସେ ଦିନ ପାଉଲ ରହୁଥିବା ସ୍ଥାନକୁ ଆସିଲେ। ସକାଳୁ ରାତ୍ରିଯାଏ ପାଉଲ ସେମାନଙ୍କୁ ଈଶ୍ୱରଙ୍କ ରାଜ୍ୟସଂକ୍ରାନ୍ତ ବାର୍ତ୍ତା ବୁଝାଇଲେ ଓ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଲେଖାରୁ ବାକ୍ୟ ଉଦ୍ଧାର କରି ଯୀଶୁଙ୍କଠାରେ ସେମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।


ରାଜା ଆଗ୍ରୀପା! ଆପଣ ଏସବୁ ବିଷୟ ଜାଣିଥିବାରୁ ମୁଁ ଆପଣଙ୍କ ସମ୍ମୁଖରେ ଏ କଥା କହିବାକୁ ସାହସ କରୁଛି! ମୁଁ ନିଶ୍ଚିତଭାବେ ଜାଣେ ଯେ, ଏ ସମସ୍ତ ବିଷୟ ଆପଣଙ୍କୁ ଗୋଚର, କାରଣ ଅଜ୍ଞାତ ସାରରେ ଗୁପ୍ତ ଭାବରେ ଏ ବିଷୟଗୁଡ଼ିକ ଘଟି ନାହିଁ।


ବର୍ତ୍ତମାନ ଏହି ଲୋକ ପାଉଲ କ’ଣ କରୁଛି; ତାହା ତୁମ୍ଭେମାନେ ନିଜେ ଦେଖିପାରୁଛ ଓ ଶୁଣି ପାରୁଛ ଓ ଶୁଣିପାରୁଛ। ସେ କହୁଛି, ମଣିଷ ହାତ ତିଆରି ଦେବତା ସବୁ ଆଦୌ ଦେବତା ନୁହଁନ୍ତି, ଆଉ ସେ ଏଠାରେ ଏଫିସସ୍ ଓ ପ୍ରାୟ ସମସ୍ତ ଏସିଆ ଦେଶରେ ଅନେକ ଲୋକଙ୍କୁ ଏହି ବିଷୟରେ ମତାଉଛି।


ଇହୁଦୀ ତଥା ଗ୍ରୀକ୍ମାନଙ୍କ ମନରେ ପ୍ରଭୁଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ନିମନ୍ତେ ପ୍ରତ୍ୟେକ ବିଶ୍ରାମବାର ଦିନ ସେ ସମାଜ ଗୃହରେ ଆଲୋଚନା କରୁଥିଲେ।


ଲୋକମାନେ ସଭା ଛାଡ଼ି ଚାଲିଯିବା ପରେ ଅନେକ ଇହୁଦୀ ଓ ଇହୁଦୀ ମତାବଲମ୍ବୀ ଅଣଇହୁଦୀମାନେ ଶାଉଲ ଓ ବର୍ଣ୍ଣବାଙ୍କ ଅନୁଗମନ କଲେ, ଶିଷ୍ୟମାନେ ସେମାନଙ୍କ ସହିତ ଆଳାପ କରି ଈଶ୍ୱରଙ୍କ ଅନୁଗ୍ରହରେ ଜୀବନ କାଟିବାକୁ ସେମାନଙ୍କୁ ଉତ୍ସାହ ଦେଲେ।


କିନ୍ତୁ ଅବ୍ରାହମ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କ କଥା ଶୁଣୁ ନାହାନ୍ତି, ତେବେ ଜଣେ ମୃତ୍ୟୁରୁ ଉତ୍ଥିତ ହେଲେ ସୁଦ୍ଧା ସେମାନେ ତା’ର କଥା ବିଶ୍ୱାସ କରିବେ ନାହିଁ।”


ଏହି ଲୋକମାନେ ଚିରଦିନ ପାଇଁ ଦଣ୍ଡ ଭୋଗିବେ ଏବଂ ଧାର୍ମିକମାନେ ଅନନ୍ତ ଜୀବନ ଲାଭ କରିବେ।”


ଯେଉଁମାନେ କେବଳଶରୀରକୁ ବିନଷ୍ଟ କରନ୍ତି, କିନ୍ତୁ, କିନ୍ତୁଆମାôର କିଛି କ୍ଷତି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। ବରଂ ଯେଉଁ ଈଶ୍ୱର ତୁମର ଶରୀର ଓ ଆତ୍ମା ଉଭୟକୁ ନରକରେ ଧ୍ୱଂସ କରିପାରନ୍ତି, ତାଙ୍କୁ ଭୟ କର।


ଖ୍ରୀଷ୍ଟଙ୍କ ପ୍ରତି ତୁମ୍ଭମାନଙ୍କର ଭକ୍ତି ଥିବାରୁ ତୁମ୍ଭେମାନେ ପରସ୍ପରର ବଶବର୍ତ୍ତୀ ହୁଅ।


କାରଣ ପ୍ରକଅିରେ ଆମ୍ଭମାନଙ୍କର ଈଶ୍ୱର ଏକ ଧ୍ୱଂସକାରୀ ଅଗ୍ନି ଅଟନ୍ତି।


Swiv nou:

Piblisite


Piblisite